ଅପରାଧ ରାଜ୍ୟ

ମାଳତୀପାଟ ପୁର ବସଷ୍ଟାଣ୍ଡରୁ ୧୨ ଲକ୍ଷ ଟଙ୍କାର ସୁନା ଜବତ, ସ୍ୱାମୀ-ସ୍ତ୍ରୀ ଗିରଫ

ପୁରୀ, ୦୩/୦୫: ପୁରୀ ମାଳତୀପାଟ ପୁର ବସଷ୍ଟାଣ୍ଡରୁ ସୁନା ଜବତ କରିଛି ପୋଲିସ୍‌ । ସୁନା ଚୋରି ଅଭିଯୋଗରେ ସଦର ଥାନା ପୋଲିସ ସ୍ୱାମୀ-ସ୍ତ୍ରୀଙ୍କୁ ଗିରଫ କରିଛି। ଜବତ ସୁନାର ମୁଲ୍ୟ ୧୨ ଲକ୍ଷ ଟଙ୍କା ହେବ ବୋଲି ଜଣାପଡ଼ିଛି ।‌ ଗିରଫ ଅଭିଯୁକ୍ତଙ୍କ ଠାରୁ ପୋଲିସ ନଗଦ ୪୮ ହଜାର ଟଙ୍କା ସହ ଗୋଟିଏ ମୋବାଇଲ ଫୋନ ଜବତ କରିଛି ।

ଗିରଫ ଦମ୍ପତି ହେଉଛନ୍ତି ଖୋର୍ଦ୍ଧା ଜିଲ୍ଲା ଅରଗୁଳ ଅଞ୍ଚଳର ରବିନ୍ଦ୍ରନାଥ ବାରିକ। ପୁରୀ ବାଲିଘାଟରେ ଏହି ଦମ୍ପତି ରହୁଥିବା ବେଳେ ଅଧିକ ତଦନ୍ତ ଚାଲିଥିବା ଏକ ପ୍ରେସ ବିବୃତିରେ ମାଧ୍ୟମରେ ପୁରୀ ସଦର ଏସଡିପିଓ କିଶୋର ଚନ୍ଦ୍ର ମୁଣ୍ଡ ସୂଚନା ଦେଇଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।