ଖେଳ

ମାହିଙ୍କ ପରିବାରରେ ଲାଗିଲା କରୋନା ଗ୍ରହଣ: ଧୋନୀଙ୍କ ପିତା ଓ ମାତା ପଜିଟିଭ, ରାଞ୍ଚି ହସ୍ପିଟାଲରେ ଭର୍ତ୍ତି

ରାଞ୍ଚି ୨୧/୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା କ୍ରିକେଟର ମହେନ୍ଦ୍ର ସିଂ ଧୋନୀ ପରିବାରରେ ମହାମାରୀ ଆତଙ୍କ । ତାଙ୍କର ମାତା ପିତା ଉଭୟ କରୋନା ସଂକ୍ରମିତ ହୋଇଛନ୍ତି । ଚିକିତ୍ସା ପାଇଁ ସେମାନଙ୍କୁ ରାଞ୍ଚି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମାଆ, ବାପା ଉଭୟଙ୍କ ଠାରେ କୋଭିଡ ଲକ୍ଷଣ ଦେଖାଦେବାରୁ ଟେଷ୍ଟ କରାଯାଇଥିଲା ।

ପରେ ତାଙ୍କୁ ଅଧିକ ଚିକିତ୍ସା ପାଇଁ ରାଞ୍ଚି ହସ୍ପିଟାଲରେ ଆଡମିଟ୍ କରାଯାଇଛି । ବର୍ତ୍ତମାନ ଆଇପିଏଲ ପାଇଁ ଧୋନୀ ମୁମ୍ୱାଇରେ ଅଛନ୍ତି । ପିତା ପାନ୍ ସିଂହ ସରକାରୀ ଚାକିରୀରୁ ଅବସର ପରେ ଝାଡଖଣ୍ଡ ରାଞ୍ଚିରେ ରହୁଛନ୍ତି । ଦେଶରେ ସ୍ଥିତି ସଂଗୀନ ହେଉଥିବାବେଳେ ଝାଡଖଣ୍ଡରେ ବି ଦୈନିକ ନୂଆ ନୂଆ କେସ୍ ସାମ୍ନାକୁ ଆସୁଛି ।

NewsLaxmi7

About Author

You may also like

ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ
ଖେଳ

ଚେନ୍ନାଇର ଏହି ପାଞ୍ଚ ଖେଳାଳିଙ୍କ ପାଇଁ ଶେଷ ସିଜିନ ହୋଇପାରେ ଚଳିତ ଆଇପିଏଲ

ନୂଆଦିଲ୍ଲୀ ୨୩।୧୦: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ ୨୦୨୦)କୁ ଏକ ମାସ ବିତିଗଲାଣି। କିଛି ଖେଳାଳି ଭଲ ପ୍ରଦର୍ଶନ କରିଥିବା ବେଳେ ଆଉ କିଛି ଖେଳାଳି ନିଜର ସାମର୍ଥ୍ୟ