ରାଜ୍ୟ ରାଶିଫଳ ମିଥୁନ BY NewsLaxmi7 July 20, 2023 0 Comments 63 Views ମିଥୁନ: ଆପଣଙ୍କର ଆର୍ଥିକ ସ୍ଥିତି ସୁଦୃଢ଼ ରହିବ। ନିତିଦିନିଆ କାମ ସହଜରେ ପୂରା ହୋଇଯିବ। ଏଭଳି ବ୍ୟକ୍ତିଙ୍କ ସହ ମିଶିବେ ଯିଏ ଆପଣଙ୍କ ନୂଆ କାମରେ ସାହାଯ୍ୟ କରିବେ।