ଅପରାଧ ରାଜ୍ୟ

ମୀନତିଙ୍କୁ ମାରିଲା କିଏ ? ଜଙ୍ଗଲରେ ପଡିରହିଛି ମୃତଦେହ

ଦେବଗଡ ୦୨।୧୧ : ଗାଁ ଜଙ୍ଗଲରୁ ମହିଳାଙ୍କ ରକ୍ତାକ୍ତ ମୃତଦେହ ଠାବ । ଦେବଗଡ଼ ଜିଲ୍ଲା କୁଣ୍ଢେଇଗୋଳା ଥାନା ତୁଟାବାରୀ ଗ୍ରାମ୍ୟ ଜଙ୍ଗଲରୁ ମୃତଦେହ ଠାବ ହୋଇଛି । ମୃତକଙ୍କ ନାମ ତୁଟାବାରୀ ଗାଁର ମିନତୀ ଓରଫ ଦେବକୀ ନାଏକ ବୋଲି ଜଣାପଡିଛି ।

ଖବର ଅନୁଯାୟୀ, ଗାଁ ପାଖ ଜଙ୍ଗଲକୁ କିଛି ଲୋକ ଯାଇଥିଲେ । ସେଠାରେ ମହିଳାଙ୍କ ମୃତଦେହ ପଡିଥିବାର ଦେଖିଥିଲେ । ଏହାପରେ ତୁରନ୍ତ ପୋଲିସକୁ ଖବର ଦିଆଯାଇଥିଲା । କୁଣ୍ଢେଇଗୋଳା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ସେପଟେ ମହିଳାଙ୍କ ସ୍ୱାମୀ ନଥୁରୀ ଓରଫ ବାଳକୃଷ୍ଣ ନାଏକ ଫେରାର ଅଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।