ରାଜ୍ୟ

ମୋହନ ସରକାରଙ୍କ ବଡ଼ ଘୋଷଣା: ଶ୍ରମିକଙ୍କ ଅନୁକମ୍ପାମୂଳକ ସହାୟତା ରାଶି ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାର ପକ୍ଷରୁ ବଡ଼ ଘୋଷଣା କରାଯାଇଛି। ନିର୍ମାଣ ଶ୍ରମିକଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶିରେ ସରକାର ବୃଦ୍ଧି ଘୋଷଣା କରିଛନ୍ତି।

ନିର୍ମାଣ ଶ୍ରମିକମାନେ ପୂର୍ବରୁ ପାଉଥିବା ଅନୁକମ୍ପାମୂଳକ ସହାୟତା ରାଶିକୁ ଏବେ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି। ଏହା ନିର୍ମାଣ ଶ୍ରମିକଙ୍କ ଆର୍ଥିକ ସ୍ଥିତି ସ୍ବଚ୍ଛଳ ହୋଇପାରିବ।

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁସାରେ ନିର୍ମାଣ ଶ୍ରମିକଙ୍କର ଦୁର୍ଘଟଣାରେ ମୃତ୍ୟୁ ହେଲେ ଏଣିକି ଅନୁକମ୍ପାମୂଳକ ସହାୟତା ଭାବେ ୬ଲକ୍ଷ ଟଙ୍କା ଦିଆଯିବ।  ସେହିଭଳି ସ୍ବାଭାବିକ ମୃତ୍ୟୁ ହେଲେ ଶ୍ରମିକଙ୍କ ପରିବାରକୁ ୩ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଦିଆଯିବ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।