Subscribe to Updates

    Get the latest creative news from FooBar about art, design and business.

    What's Hot

    ଲୋକସେବା ଭବନରେ ଲାଗିଥିବା ନିଆଁ ଆୟତ୍ତ

    October 3, 2023

    ପ୍ରଦେଶ କଂଗ୍ରେସ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ

    October 3, 2023

    ମା’ ଆସୁଛନ୍ତି: ସର୍ବଧର୍ମ ସମନ୍ୱୟର ତୋରଣ

    October 3, 2023
    Facebook X (Twitter) Instagram
    Trending
    • ଲୋକସେବା ଭବନରେ ଲାଗିଥିବା ନିଆଁ ଆୟତ୍ତ
    • ପ୍ରଦେଶ କଂଗ୍ରେସ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ
    • ମା’ ଆସୁଛନ୍ତି: ସର୍ବଧର୍ମ ସମନ୍ୱୟର ତୋରଣ
    • ‘ସମ୍ବାଦ ଭବନ’ରେ ସମ୍ପାଦକଙ୍କୁ ସ୍ବାଗତ
    • ରୋଗରେ ଅସ୍ତବ୍ୟସ୍ତ ଓଡ଼ିଶା: ଚିନ୍ତା ବଢ଼ାଇଲାଣି ସ୍କ୍ରବ୍ ଟାଇଫସ୍, ଡେଙ୍ଗୁ ଓ ଭାଇରାଲ୍ ଜ୍ବର
    • ୨୦୨୪ ସାଧାରଣ ନିର୍ବାଚନ କସରତ: ବଦଳିବ ବିଜେପିର ଟିକେଟ୍‌ ଫର୍ମୁଲା
    • ‘ପ୍ରଜ୍ଞାନ’ଠାରୁ ସବୁକିଛି ହାସଲ ହୋଇସାରିଛି: ଇସ୍ରୋ ମୁଖ୍ୟ
    • ମଣିପୁରରେ ତେଜିଲା ହିଂସାତ୍ମକ ଆନ୍ଦୋଳନ: ବିଭିନ୍ନ ସ୍ଥାନରେ ପୋଡ଼ାଜଳା, ଡିସି ଅଫିସ ଭଙ୍ଗାରୁଜା
    Tuesday, October 3
    Facebook X (Twitter) Instagram
    Facebook X (Twitter) Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ଯୁକ୍ତ୨ କଲେଜ ପାଇଁ ୯୦୨ ପଦବି ସୃଷ୍ଟି: ୧୦୬ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମିଳିବ ନିଯୁକ୍ତି
    ରାଜ୍ୟ

    ଯୁକ୍ତ୨ କଲେଜ ପାଇଁ ୯୦୨ ପଦବି ସୃଷ୍ଟି: ୧୦୬ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମିଳିବ ନିଯୁକ୍ତି

    NewsLaxmi7By NewsLaxmi7July 12, 2023Updated:July 12, 2023No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ଭୁବନେଶ୍ୱର: ରାଜ୍ୟର ୧୦୬ଟି ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ୨ କଲେଜ ପାଇଁ ନୂତନ ପଦବି ସୃଷ୍ଟି ହୋଇଛି। ରାଜ୍ୟ ସରକାର ମୋଟ ୯୦୨ଟି ପଦବି ତିଆରି କରିଛନ୍ତି। ଏଥିରେ ୬୪୨ଟି ଶିକ୍ଷକ ଓ ୨୬୦ଟି ଅଣଶିକ୍ଷକ ପଦ ରହିଛି। ଏନେଇ ଖୁବ୍‌ଶୀଘ୍ର ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବ। ୬୪୨ ପୋଷ୍ଟ ଗ୍ରାଜୁଏଟ୍‌ ଟିଚର୍‌(ପିଜିଟି) ପଦବି ସମେତ ୨୪ ଲାବରୋଟାରି ଆସିଷ୍ଟାଣ୍ଟ, ୨୪ ଲାବୋରେଟୋରି ଆଟେଣ୍ଡାଣ୍ଟ୍‌, ୧୦୬ ଆସିଷ୍ଟାଣ୍ଟ୍‌ ଲାଇବ୍ରେରିଆନ୍‌, ୧୦୬ ଜୁନିୟର୍‌ କ୍ଲର୍କ ପଦ ସୃଷ୍ଟି ହୋଇଛି।

    ସୂଚନାଯୋଗ୍ୟ, ଚଳିତ ବର୍ଷ ୧୦୬ ଉଚ୍ଚ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭାବେ ସରକାର ଉନ୍ନୀତ କରିଛନ୍ତି। ଏସବୁ ବିଦ୍ୟାଳୟରେ ଯୁକ୍ତ୨ ଖୋଲିଛି। ଦଶମ ପରେ ଛାତ୍ରଛାତ୍ରୀ ସିଧାସଳଖ ନିଜ ବିଦ୍ୟାଳୟରେ ଯୁକ୍ତ୨ ପଢ଼ିପାରିବେ। ସେମାନଙ୍କୁ ଶିକ୍ଷାଦାନ ପାଇଁ ଏହି ନୂତନ ଶିକ୍ଷକ ପଦବିଗୁଡ଼ିକ ସୃଷ୍ଟି ହୋଇଛି। ସେହିପରି ପ୍ରତି ଉନ୍ନୀତ ମାଧ୍ୟମିକ ବିଦ୍ୟାଳୟରେ ଅଫିସ କାର୍ଯ୍ୟ, ଲ୍ୟାବ୍‌ର ସୁପରିଚାଳନା ଓ ପାଠାଗାର ପରିଚାଳନା ପାଇଁ ମଧ୍ୟ ସରକାର ବିଶେଷ ଧ୍ୟାନ ଦେଇ ଅଣଶିକ୍ଷକ ପଦଗୁଡ଼ିକୁ ମଂଜୁରି ଦେଇଛନ୍ତି।

    Share. Facebook Twitter LinkedIn WhatsApp Email
    Previous Articleବିତରଣ କଂପାନିଙ୍କୁ ଓଇଆର୍‌ସି ଝଟ୍‌କା
    Next Article ବେଙ୍ଗାଲୁରୁ ଡବଲ୍‌ ମର୍ଡର୍‌: ‘ଟେକ୍‌’ କମ୍ପାନିର ‘ସିଇଓ’ ଏବଂ ‘ଏମ୍‌ଡି’ଙ୍କୁ ହତ୍ୟା କରିଥିବା ୩ ଅଭିଯୁକ୍ତ ଗିରଫ
    NewsLaxmi7
    • Website

    Related Posts

    ଲୋକସେବା ଭବନରେ ଲାଗିଥିବା ନିଆଁ ଆୟତ୍ତ

    October 3, 2023

    ପ୍ରଦେଶ କଂଗ୍ରେସ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ

    October 3, 2023

    ମା’ ଆସୁଛନ୍ତି: ସର୍ବଧର୍ମ ସମନ୍ୱୟର ତୋରଣ

    October 3, 2023

    ‘ସମ୍ବାଦ ଭବନ’ରେ ସମ୍ପାଦକଙ୍କୁ ସ୍ବାଗତ

    October 3, 2023
    • Facebook
    • Twitter
    • Instagram
    • YouTube
    Our Picks

    ସାଧୁ ବେଶରେ ୱାଣ୍ଟେଡ୍ କ୍ରିମିନାଲ୍: ୨୩ ବର୍ଷ ପରେ ଧରିଲା ପୁଲିସ

    July 3, 2023

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023
    Don't Miss
    ରାଜ୍ୟ

    ଲୋକସେବା ଭବନରେ ଲାଗିଥିବା ନିଆଁ ଆୟତ୍ତ

    October 3, 2023

    ଭୁବନେଶ୍ୱର: ରାଜଧାନୀରେ ଥିବା ଲୋକସେବା ଭବନରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା। ଲୋକସେବା ଭବନର ପ୍ରଥମ ମହଲାରେ ନିଆଁ ଲାଗିଥିଲା।…

    ପ୍ରଦେଶ କଂଗ୍ରେସ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ

    October 3, 2023

    ମା’ ଆସୁଛନ୍ତି: ସର୍ବଧର୍ମ ସମନ୍ୱୟର ତୋରଣ

    October 3, 2023

    ‘ସମ୍ବାଦ ଭବନ’ରେ ସମ୍ପାଦକଙ୍କୁ ସ୍ବାଗତ

    October 3, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ପରାଜୟ ପରେ ବାରି ହୋଇଗଲା ରାହୁଲଙ୍କ କଷ୍ଟ, କହିଲେ- ‘ବୁଝିପାରୁନି କ’ଣ କହିବି’

    April 27, 2021

    ଏହି ମନ୍ଦିରରେ ୧୬୪ ବର୍ଷ ହେଲା ଲଗାତାର ବଢୁଛି ଶାଳଗ୍ରାମ ଆକାର

    September 1, 2021

    ପୂର୍ବ ବିବାଦରୁ ସାମ୍ବାଦିକଙ୍କୁ ଆକ୍ରମଣ ଅଭିଯୋଗ, ଥାନାରେ ଅଭିଯୋଗ କଲେ ପତ୍ନୀ

    July 23, 2022
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.