Subscribe to Updates

    Get the latest creative news from FooBar about art, design and business.

    What's Hot

    ଡେରିରେ ଛାଡ଼ିପାରେ ମୌସୁମୀ: ବହୁଛି ଦକ୍ଷିଣା ସାମୁଦ୍ରିକ ପବନ, ଉତ୍ତରା ପବନ ଡେରିରେ ଆସିବ

    October 3, 2023

    ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ

    October 3, 2023

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023
    Facebook X (Twitter) Instagram
    Trending
    • ଡେରିରେ ଛାଡ଼ିପାରେ ମୌସୁମୀ: ବହୁଛି ଦକ୍ଷିଣା ସାମୁଦ୍ରିକ ପବନ, ଉତ୍ତରା ପବନ ଡେରିରେ ଆସିବ
    • ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ
    • ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା
    • ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ
    • ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ
    • ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ
    • ବଢ଼ୁଛି ଲାଲ କେଶର ଅଣ୍ଡା ଚାହିଦା: ୧୦ଲକ୍ଷ ଦରକାର, ଅଢ଼େଇ ଲକ୍ଷ ମିଳୁଛି
    • ପୋଖରୀରୁ ଧରା ହେଲା ୧୪ ଫୁଟ୍‌ର କୁମ୍ଭୀର
    Tuesday, October 3
    Facebook X (Twitter) Instagram
    Facebook X (Twitter) Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ଯୁକ୍ତ୨ ନାମଲେଖା ପାଇଁ ପୁଣିଥରେ ସୁଯୋଗ: ୧୬ରୁ ଆବେଦନ, ସେପ୍ଟେମ୍ବର ୪ରେ ପ୍ରଥମ ଚୟନ ତାଲିକା
    ରାଜ୍ୟ

    ଯୁକ୍ତ୨ ନାମଲେଖା ପାଇଁ ପୁଣିଥରେ ସୁଯୋଗ: ୧୬ରୁ ଆବେଦନ, ସେପ୍ଟେମ୍ବର ୪ରେ ପ୍ରଥମ ଚୟନ ତାଲିକା

    NewsLaxmi7By NewsLaxmi7August 16, 2023Updated:August 16, 2023No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ୨ କଲେଜରେ ଖାଲି ପଡ଼ିଥିବା ସିଟ୍‌ ପୂରଣ ପାଇଁ ଅଗଷ୍ଟ ୧୬ରୁ ପୁଣିଥରେ ଅନ୍‌ଲାଇନ୍‌ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ଆଗ୍ରହୀ ଯୋଗ୍ୟ ଛାତ୍ରଛାତ୍ରୀ www.samsodisha.gov.in ମାଧ୍ୟମରେ ୨୮ ତାରିଖ ସୁଦ୍ଧା ଆବେଦନ କରିପାରିବେ। ସେପ୍ଟେମ୍ବର ୪ରେ ପ୍ରଥମ ଚୟନ ତାଲିକା ପ୍ରକାଶ ପାଇବ ଏବଂ ୫ ତାରିଖରେ ନାମଲେଖା ଅନୁଷ୍ଠିତ ହେବ। ଯୋଗ୍ୟ ଛାତ୍ରଛାତ୍ରୀ ୭ ତାରିଖ ସୁଦ୍ଧା ଚୟନ ହୋଇଥିବା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରିପୋର୍ଟିଂ କରିବେ। ୧୨ ତାରିଖରେ ଅନ୍‌ଲାଇନ୍‌ ସ୍ପଟ୍‌ ସିଲେକ୍ସନ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବା ସହ ୧୩ ଓ ୧୪ ତାରିଖରେ ନାମଲେଖା ଅନୁଷ୍ଠିତ ହେବ। ଏହାପରେ ଯଦି ସିଟ୍‌ ଖାଲି ପଡ଼େ ତେବେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅପେକ୍ଷାରତ ତାଲିକାରେ ଥିବା ପ୍ରାର୍ଥୀଙ୍କ ପଞ୍ଜିକରଣ ୧୫ ତାରିଖ ସକାଳ ୯ଟାରୁ ଅପରାହ୍ଣ ୪ଟା ୩୦ ମଧ୍ୟରେ ହେବା ସହ ୪ଟା ୩୦ରେ ତାଲିକା ପ୍ରକାଶ କରାଯିବ। ଆବେଦନ ପୂର୍ବରୁ ଛାତ୍ରଛାତ୍ରୀ ନିୟମାବଳୀକୁ ଭଲ ଭାବେ ପଢ଼ିବାକୁ ପରାମର୍ଶ ଦିଆଯାଇଛି। ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ଉତ୍ତୀର୍ଣ୍ଣ ହୋଇଥିବା କିମ୍ବା ଫେଜ୍‌-୧ ନାମଲେଖା ସମୟରେ ଆବେଦନ କରି କୌଣସି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନାମ ଲେଖାଇପାରି ନ ଥିବା ଛାତ୍ରଛାତ୍ରୀ ଏହି ପ୍ରକ୍ରିୟାରେ ଆବେଦନ କରିପାରିବେ।

    Share. Facebook Twitter LinkedIn WhatsApp Email
    Previous Articleସୀମାନ୍ତରେ ନକ୍ସଲ ଗୁଳିରେ ପୁଣି ଦୁଇ ଯବାନ ସହିଦ, ସର୍ଚ୍ଚ ଅପରେସନ ଜାରି
    Next Article କଳା ଓ ସଂସ୍କୃତି ଭିତ୍ତିକ ସାଂସ୍କୃତିକ ଅନୁଷ୍ଠାନ “ସାଧନା ଆର୍ଟ ଆଣ୍ଡ କଲଚର “
    NewsLaxmi7
    • Website

    Related Posts

    ଡେରିରେ ଛାଡ଼ିପାରେ ମୌସୁମୀ: ବହୁଛି ଦକ୍ଷିଣା ସାମୁଦ୍ରିକ ପବନ, ଉତ୍ତରା ପବନ ଡେରିରେ ଆସିବ

    October 3, 2023

    ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ

    October 3, 2023

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023

    ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ

    October 3, 2023
    • Facebook
    • Twitter
    • Instagram
    • YouTube
    Our Picks

    ସାଧୁ ବେଶରେ ୱାଣ୍ଟେଡ୍ କ୍ରିମିନାଲ୍: ୨୩ ବର୍ଷ ପରେ ଧରିଲା ପୁଲିସ

    July 3, 2023

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023
    Don't Miss
    ରାଜ୍ୟ

    ଡେରିରେ ଛାଡ଼ିପାରେ ମୌସୁମୀ: ବହୁଛି ଦକ୍ଷିଣା ସାମୁଦ୍ରିକ ପବନ, ଉତ୍ତରା ପବନ ଡେରିରେ ଆସିବ

    October 3, 2023

    ଭୁବନେଶ୍ବର: ଅକ୍ଟୋବର ମାସ ଆରମ୍ଭ ସହିତ ଆସିଯାଇଛି ବାତ୍ୟା ଋତୁ। ସାଧାରଣତଃ ମୌସୁମୀ ଫେରିବା ସମୟରେ ଓଡ଼ିଶାକୁ ବାତ୍ୟା ଭୟ…

    ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ

    October 3, 2023

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023

    ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ

    October 3, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ରେଳ କର୍ମଚାରୀଙ୍କୁ ଲାଗିବ ଝଟ୍‌କା, ଏଭଳି ନିଷ୍ପତ୍ତି ନେବାକୁ ଯାଉଛନ୍ତି କେନ୍ଦ୍ର ସରକାର

    November 25, 2020

    ଅଗଷ୍ଟ ୩୧ ତାରିଖ, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

    August 31, 2021

    ପୁଣି ବଧୂ ବେଶରେ ‘ବେବି ଡଲ୍’ କନିକା କପୁର । ସେଲିବ୍ରେସନର ଭିଡିଓ ହେଲା ଭାଇରାଲ

    May 20, 2022
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.