ରାଜ୍ୟ ସ୍ପେଶାଲ ରିପୋର୍ଟ

ଯୁକ୍ତ୨ ପରୀକ୍ଷା‌: ମଗାଗଲା ପ୍ରାକ୍ଟିକାଲରେ ଅନୁପସ୍ଥିତ ପରୀକ୍ଷାର୍ଥୀଙ୍କ ତଥ୍ୟ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା ଶେଷ ହୋଇଛି। ସୁରୁଖୁରୁରେ ପରୀକ୍ଷା ସରିଥିବା ବେଳେ ଏବେ ଅନୁପସ୍ଥିତ ପରୀକ୍ଷାର୍ଥୀଙ୍କ ତଥ୍ୟ ମାଗିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ପରିଷଦ ପରୀକ୍ଷା ନିୟନ୍ତ୍ରକ ରାଜ୍ୟର ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ(ଯୁକ୍ତ୨ କଲେଜ), ସେଲ୍ଫ ଫାଇନାନ୍ସିଂ ଓ ଧନ୍ଦାମୂଳକ କଲେଜକୁ ଚିଠି ଲେଖି ପରୀକ୍ଷାର୍ଥୀଙ୍କ ପଞ୍ଜୀକୃତ ନମ୍ବର, ରୋଲ୍‌ ନମ୍ବର ଆଦି ପ୍ରଦାନ କରିବାକୁ କହିଛନ୍ତି। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗର ପ୍ରାକ୍ଟିକାଲ/ପ୍ରୋଜେକ୍ଟ ପେପର୍‌ରେ ଅନୁପସ୍ଥିତ ଥିବା ଛାତ୍ରଛାତ୍ରୀଙ୍କ ତଥ୍ୟ ଉଭୟ ସଫ୍ଟକପି ଓ ହାର୍ଡକପି ମାଧ୍ୟମରେ ଫେବ୍ରୁଆରି ୨୮ ସୁଦ୍ଧା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଅନ୍ୟପକ୍ଷରେ ଯୁକ୍ତ୨ ଥିଓରି ପରୀକ୍ଷାର ଉତ୍ତର ଖାତା ସମ୍ପର୍କରେ ଗତ ୧୦ ତାରିଖରେ ପରିଷଦ ପକ୍ଷରୁ ଜାରି ବିଜ୍ଞପ୍ତି‌ରେ ସଂଶୋଧନ କରାଯାଇଛି। ୨୦୨୧ରେ ପଞ୍ଜୀକରଣ କରି ୨୦୨୩ରେ ରେଗୁଲାର ପରୀକ୍ଷାର୍ଥୀ ଭାବେ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କୁ ଥିଓରି ପରୀକ୍ଷାରେ ୩୨ ପୃଷ୍ଠାର ଉତ୍ତର ଖାତା ଦିଆଯିବ। ପୂର୍ବ ବିଜ୍ଞପ୍ତିକୁ ୩୦ ନୁହେଁ, ବରଂ ୩୨ ପୃଷ୍ଠା ପଢ଼ିବାକୁ ପରାମର୍ଶ ଦିଆଯାଇଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।