ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ପେଶାଲ ରିପୋର୍ଟ

ଯୁକ୍ତ ୨ ପରୀକ୍ଷା ବାତିଲ ଦାବି, ମାଷ୍ଟରକ୍ୟାଣ୍ଟିନ୍‌ ଛକରେ ପୋଲିସ-ଛାତ୍ରଛାତ୍ରୀ ଧସ୍ତାଧସ୍ତି

ଭୁବନେଶ୍ବର ୦୯।୦୨: ଯୁକ୍ତ ୨ ପରୀକ୍ଷା ବାତିଲ ଦାବିରେ ବିକ୍ଷୋଭ । ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଡିନ୍‌ ଛକରେ ଟାୟାର ଜାଳି ରାସ୍ତା ଅବରୋଧ କଲେ ଛାତ୍ରଛାତ୍ରୀ । ଘଟଣାସ୍ଥଳରେ ଉତ୍ତେଜନା । ପୋଲିସ ଓ ଛାତ୍ରଛାତ୍ରୀ ଧସ୍ତାଧସ୍ତି ।

ଖବର ଅନୁଯାୟୀ, ଏବେ କରୋନା ସଂକ୍ରମଣ କମିବା ପରେ ଅଫଲାଇନ୍‌ରେ ପରୀକ୍ଷା କରିବାକୁ ନିଷ୍ପତ୍ତି ନିଆଯାଇଛି । କିନ୍ତୁ ଛାତ୍ରଛାତ୍ରୀମାନେ ଏହି ଅଫ୍‌ଲାଇନ୍‌ ପରୀକ୍ଷାକୁ ବିରୋଧ କରୁଛନ୍ତି । ତୁରନ୍ତ ଅଫଲାଇନ୍‌ ପରୀକ୍ଷାକୁ ବାତିଲ କରିବାକୁ ଦାବି କରିଛନ୍ତି ।ଏହିସବୁ ଦାବି ନେଇ ଛାତ୍ରଛାତ୍ରୀମାନେ ଆଜି ମାଷ୍ଟରକ୍ୟାଣ୍ଟିନ୍‌ ଛକରେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି । ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି । ଯାହାକୁ ନେଇ ପୋଲିସ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଛନ୍ତି ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି