ଅପରାଧ ରାଜ୍ୟ

ଯୁବକଙ୍କୁ କଚାଡି ମାରିଲା ହାତୀ, ମୃତ୍ୟୁର ଦିନକ ପରେ ଠାବ ହେଲା ମୃତଦେହ

ଢେଙ୍କାନାଳ ୨୨।୦୫: ଯୁବକଙ୍କୁ କଚାଡି ମାରିଲା ହାତୀ । ମୃତକ ହେଲେ ହିନ୍ଦୋଳ ଉପଖଣ୍ଡର ରାସୋଳ ଥାନା ଚିତଲପୁରର ନାଭ ପ୍ରଧାନ । ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବନାଞ୍ଚଳର ବୁହାଳିପାଳ ନିକଟରେ ଘଟିଛି ଏହି ଘଟଣା ।

ଖବର ଅନୁଯାୟୀ, ନାଭ ଶନିବାରଠାରୁ ଘରୁ ସାଇକେଲ ଯୋଗେ ବାହାରି ବନ୍ଧୁ ଘରକୁ ଯାଉଥିଲେ। ମାତ୍ର ଆଉ ଘରକୁ ଫେରିନଥିଲେ । ବାଟରେ ସେ ହାତୀ ହାବୁଡରେ ପଡି ଯିବାରୁ ହାତୀ ତାଙ୍କୁ କଚାଡି ମାରି ଦେଇଥିଲା । ମୃତ୍ୟୁର ଦିନକ ପରେ ମୃତଦେହ ଠାବ ହୋଇଛି । ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ବନ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।