ଅପରାଧ ରାଜ୍ୟ

ଯୁବକଙ୍କୁ ବାନ୍ଧି ଦୌଡାଇବା ଘଟଣା : ଦୁଇ ଜଣଙ୍କୁ ଅଟକ ରଖିଛି ପୋଲିସ, ସିସିଟିଭ୍‌ ଯାଞ୍ଚ କରାଯାଇଛି-ଡିସିପି

କଟକ ୧୭।୧୦ : ରବିବାର ସଂଧ୍ୟାରେ କଟକ ସହରର ଜଣେ ଯୁବକଙ୍କୁ ଗାଡିରେ ବାନ୍ଧି ଦୌଡାଇବା ଘଟଣାରେ ମୁହଁ ଖୋଲିଲେ ଡିସିପି। ସେ କହିଛନ୍ତି ଯେ, ଟଙ୍କା ଉଦ୍ଧାର ଫେରିପାଇବା ପାଇଁ ଏଭଳି ହୋଇଛି। ପୀଡ଼ିତ ଓ ଅଭିଯୁକ୍ତଙ୍କ ମଧ୍ୟରେ ପୂର୍ବରୁ ସମ୍ପର୍କ ରହିଛି। ଦୁଇ ଅଭିଯୁକ୍ତଙ୍କ ନାଁରେ କୌଣସି ଅପରାଧିକ ମାମଲା ନାହିଁ । । ପୀଡ଼ିତାଙ୍କ ଦେହରେ ସେମିତି କୌଣସି ଗୁରୁତର କ୍ଷତ ଚିହ୍ନ ଜଣାପଡିନି। ଅଭିଯୁକ୍ତଙ୍କ ଠାରୁ କୌଣସି ମାରଣାସ୍ତ୍ର ମିଳିନାହିଁ। ପୋଲିସ ସିସିଟିଭି ଫୁଟେଜ ଆଧାରରେ ଅଧିକ ତଦନ୍ତ ଜାରି ରଖିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।