ଅପରାଧ ରାଜ୍ୟ

ରାଜଧାନୀରୁ ୫ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ୩ ଅଭିଯୁକ୍ତ ଗିରଫ

ଭୁବନେଶ୍ବର ୪।୬: ରାଜଧାନୀରୁ ବିପୁଳ ପରିମାଣର ବ୍ରାଉନ ସୁଗାର ଜବତ ହୋଇଛି । ୫ କୋଟି ଟଙ୍କାର ବ୍ରାଉନ ସୁଗାର ଜବତ କରିଛି ଏସଟିଏଫ ଟିମ୍ । ବ୍ରାଉନସୁଗାର ଜବତ ସହ ୩ ଜଣ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କରାଯାଇଛି ।

ସୂଚନାଯୋଗ୍ୟ ଯେ, ଭୁବନେଶ୍ବରରେ ବ୍ରାଉନସୁଗାର କାରବାର ନେଇ ସୂଚନା ମିଳିବା ପରେ ଏସଟିଏଫ୍ ଟିମ୍ ଛାନଭିନ୍ ଆରମ୍ଭ କରିଥିଲା । ବିଭିନ୍ନ ସ୍ଥାନରେ ଚଢାଉ ବେଳେ ୫କୋଟି ଟଙ୍କାର ବ୍ରାଉନସୁଗାର ଏସଟିଏଫ୍ ଟିମ୍ ହାତରେ ଲାଗିଥିଲା । ବ୍ରାଉନସୁଗାର ଜବତ କରିବା ସହ ୩ଜଣଙ୍କୁ ଗିରଫ କରିଛି ଏସଟିଏଫ୍ ଟିମ୍ । ଗିରଫ ତିନି ଜଣଙ୍କ ମଧ୍ୟରୁ ୨ ଜଣ ତମାଣ୍ଡୋ ଅଞ୍ଚଳର ହୋଇଥିବା ବେଳେ ଜଣେ ପିପିଲି ଅଞ୍ଚଳର ବୋଲି ଜଣାପଡିଛି । ତେବେ ଏମାନଙ୍କ ସହ ଆଉ କାହାର ଲିଙ୍କ୍ ରହିଛି କି ଆଉ କିଏ କିଏ େଣାନଙ୍କ ସହ ସଂପୃକ୍ତ ଅଛନ୍ତି ସେ ନେଇ ଅଧିକ ଛାନଭିନ୍ ଚଳାଇଛି ଏସଟିଏଫ୍ ଟିମ୍ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।