ଅପରାଧ ରାଜ୍ୟ ସ୍ପେଶାଲ ରିପୋର୍ଟ

ରାଜଧାନୀରେ ଜଘନ୍ୟକାଣ୍ଡ, ବାର୍‌ରେ ଯୁବତୀଙ୍କୁ ମଦ ପିଆଇ ଦୁଷ୍କର୍ମ

ଭୁବନେଶ୍ୱର୧୩/୦୫: ରାଜଧାନୀରେ ଡ୍ୟାନ୍ସ ବ୍ୟାରକୁ ଅନୁମତି ମିଳିବା ପରେ ଘଟିଛି ଜଘନ୍ୟକାଣ୍ଡ । ଗତକାଲି ବାର ଖୋଲୁ ଖୋଲୁ ନଜର ଆସିଛି ଅଭାବନୀୟ ଘଟଣା । ରାଜଧାନୀରେ ଯୁବତୀଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି ।

ଚନ୍ଦ୍ରଶେଖରପୁର ସ୍ଥିତି ଏମ୍ବାସି ବାର୍ ରେ ଯୁବତୀଙ୍କୁ ମଦ ପିଆଇ ପାହାଳ ଅଞ୍ଚଳରେ ଦୁଷ୍କର୍ମ କରାଯଇଥିବା ହୋଇଛି ଅଭିଯୋଗ । ତେବେ ଯୁବତୀଙ୍କୁ ବେହୋସ ଅବସ୍ଥାରେ ଦୁଷ୍କର୍ମ କରାଯାଇଛି । ହେଲେ କଳେ ବଳେ କୌଶଳେ ଯୁବକଙ୍କ କବଳରୁ ଖସିଆସି ପାହାଳ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ଯୁବତୀ । ସେପଟେ କିନ୍ତୁ ଅଭିଯୁକ୍ତ କିଶନ ଅଗ୍ରୱାଲଙ୍କୁ ଗିରଫ କରିଛି ପୋଲିସ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।