ଅପରାଧ ରାଜ୍ୟ

ରାଜଧାନୀରେ ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା, କେହି ନଥିବା ବେଳେ ଝୁଲିପଡିଲେ ଘରେ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ
ଭୁବନେଶ୍ୱର ୦୫।୧୨ : ରାଜଧାନୀରେ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା । ଭୁବନେଶ୍ୱର ସାଲିଆସାହିରେ ପ୍ରେମୀଯୁଗଳ ଆତ୍ମହତ୍ୟା କରିଛନ୍ତି । ମୃତ ପ୍ରେମୀ ଯୁଗଳଙ୍କ ନାମ ହେଲା ଚିତ୍ରସେନ ଗୌଡ ଓ ପି.ବର୍ଷା ରେଡ୍ଡୀ ବୋଲି ଜଣାପଡିଛି । ଯୁବକଙ୍କ ଘର ବିଜୟଓ୍ୱାଡା ବୋଲି ଜଣାପଡିଛି ।

ଖବର ଅନୁଯାୟୀ, ଭୁବନେଶ୍ୱର ସାଲିଆସାହିରେ ମାଧବ ରେଡ୍ଡି ଓ ତାଙ୍କ ପତ୍ନୀ ରହୁଥିଲେ । ସେ ରବିବାର କାମ କରିବାକୁ ବାହାରକୁ ଯାଇଥିଲେ । ଏହି ସମୟରେ ଘରେ ୧୬ ବର୍ଷର ଝିଅ ବର୍ଷା ଏକୁଟିଆ ରହୁଥିଲେ । ଏହାପରେ କାମ ସାରି ଘରକୁ ଫେରିବା ବେଳେ ବର୍ଷା ଓ ଚିତ୍ରସେନଙ୍କ ଝୁଲନ୍ତା ମୃତଦେହ ଦେଖିଥିଲେ । ଏହାପରେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ପୋଲିସ ତଦନ୍ତରୁ ଉଭୟ ପ୍ରେମୀ ଯୁଗଳ ବୋଲି ଜଣାପଡିଛି ।

ତେବେ ଉଭୟ ପ୍ରେମୀ ଯୁଗଳ କଣ ପାଇଁ ଆତ୍ମହତ୍ୟା କରିଲେ । ସେନେଇ ତଦନ୍ତ କରୁଛି ପୋଲିସ । ପୋଷ୍ଟ ମର୍ଟମ ରିପୋର୍ଟ ପରେ ସବୁ କଥା ଜଣାପଡିବ ବୋଲି ଆଶା କରାଯାଉଛି ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।