ଅପରାଧ ରାଜ୍ୟ

ରାଜଧାନୀରେ ବୋମାମାଡ, ସହିଦନଗର ଥାନା ପୋଲିସର ତଦନ୍ତ ଜାରି

ଭୁବନେଶ୍ବର ୨୦।୦୫ : ରାଜଧାନୀରେ ଫୁଟିଲା ବୋମା । ଭୁବନେଶ୍ବର ଜଗନ୍ନାଥ ନଗରରେ ୨ଟି ବୋମାମାଡ ହୋଇଛି । ବୋମାମାଡର କାରଣ ଅସ୍ପଷ୍ଟ ରହିଛି । ଏଥିରେ କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଥିବା ବେଳେ ସ୍ଥାନୀୟ ଲୋକେ ଏବେ ଭୟଭୀତ ଅବସ୍ଥାରେ ରହିଛନ୍ତି ।

ସେପଟେ ବୋମାମାଡ଼ ଖବର ପାଇ ସହିଦନଗର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । କିଏ ଓ କାହିଁକି ବୋମମାଡ଼ କରିଛି । ଏହା ପଛରେ କାରଣ କଣ ? ପୂର୍ବଶତ୍ରୁତା ନା ଆଉ କଣ । ତାହା ପୋଲିସ ତଦନ୍ତ ପରେ ହିଁ ସ୍ପଷ୍ଟ ହେବ ବୋଲି ସ୍ଥାନୀୟଲୋକେ କହିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।