ଅପରାଧ ରାଜ୍ୟ

ରାଜଧାନୀର ବିଭିନ୍ନ ବାର୍‌ରେ ଚଢାଉ, ବିଳମ୍ବିତ ରାତି ଯାଏଁ ଚାଲିଥିଲା

ଭୁବନେଶ୍ୱର ୧୧।୦୯: ରାଜଧାନୀର ବିଭିନ୍ନ ବାର୍‌ କମିଶନରେଟ୍‌ ପୋଲିସର ଚଢାଉ । ବିଳମ୍ବିତ ରାତି ପର୍ଯ୍ୟନ୍ତ ବାର୍‌ ଚାଲିଥିବା ନେଇ ଚଢାଉ କରିଛି କମିଶନରେଟ୍‌ ପୋଲିସ । ଏନେଇ ଭୁବନେଶ୍ୱର ଡିସିପି ପ୍ରତୀକ ସିଂଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

ଖବର ଅନୁଯାୟୀ, ଭୁବନେଶ୍ୱର ଇନଫୋସିଟି ଥାନା ଅଞ୍ଚଳରେ ରାତି ପ୍ରାୟ ୨ଟା ପର୍ଯ୍ୟନ୍ତ ଚାଲିଥିଲା ବାର୍ । ବାର ଭିତରେ ଚାଲିଥିଲା ନାଚଗୀତର ଆସର । ପ୍ରାୟ ୧୦୦ରୁ ଅଧିକ ଗ୍ରାହକ ବିଭିନ୍ନ ବାରରେ ରହିଥିବା ପୋଲିସର ସୂଚନା । ମଧ୍ୟରାତ୍ର ପର୍ଯ୍ୟନ୍ତ ଚାଲି ଥିବା ବାର ଗୁଡିକ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ପୋଲିସର ପ୍ରସ୍ତୁତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।