Subscribe to Updates

    Get the latest creative news from FooBar about art, design and business.

    What's Hot

    କଲରାପତରିଆ ଛାଲ ଜବତ: ଜଣେ ଶିକାରୀ ଗିରଫ, ଅନ୍ୟ ଜଣେ ଫେରାର

    October 3, 2023

    ଲୋକସେବା ଭବନରେ ଲାଗିଥିବା ନିଆଁ ଆୟତ୍ତ

    October 3, 2023

    ପ୍ରଦେଶ କଂଗ୍ରେସ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ

    October 3, 2023
    Facebook X (Twitter) Instagram
    Trending
    • କଲରାପତରିଆ ଛାଲ ଜବତ: ଜଣେ ଶିକାରୀ ଗିରଫ, ଅନ୍ୟ ଜଣେ ଫେରାର
    • ଲୋକସେବା ଭବନରେ ଲାଗିଥିବା ନିଆଁ ଆୟତ୍ତ
    • ପ୍ରଦେଶ କଂଗ୍ରେସ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ
    • ମା’ ଆସୁଛନ୍ତି: ସର୍ବଧର୍ମ ସମନ୍ୱୟର ତୋରଣ
    • ‘ସମ୍ବାଦ ଭବନ’ରେ ସମ୍ପାଦକଙ୍କୁ ସ୍ବାଗତ
    • ରୋଗରେ ଅସ୍ତବ୍ୟସ୍ତ ଓଡ଼ିଶା: ଚିନ୍ତା ବଢ଼ାଇଲାଣି ସ୍କ୍ରବ୍ ଟାଇଫସ୍, ଡେଙ୍ଗୁ ଓ ଭାଇରାଲ୍ ଜ୍ବର
    • ୨୦୨୪ ସାଧାରଣ ନିର୍ବାଚନ କସରତ: ବଦଳିବ ବିଜେପିର ଟିକେଟ୍‌ ଫର୍ମୁଲା
    • ‘ପ୍ରଜ୍ଞାନ’ଠାରୁ ସବୁକିଛି ହାସଲ ହୋଇସାରିଛି: ଇସ୍ରୋ ମୁଖ୍ୟ
    Tuesday, October 3
    Facebook X (Twitter) Instagram
    Facebook X (Twitter) Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ରାଜନୀତିରେ ତିଷ୍ଠି ରହିବା ପାଇଁ ଆପ୍ରାଣ ଉଦ୍ୟମ ଚଳାଇଛନ୍ତି ସମୀର: ବିଜେଡି
    ରାଜ୍ୟ

    ରାଜନୀତିରେ ତିଷ୍ଠି ରହିବା ପାଇଁ ଆପ୍ରାଣ ଉଦ୍ୟମ ଚଳାଇଛନ୍ତି ସମୀର: ବିଜେଡି

    NewsLaxmi7By NewsLaxmi7July 24, 2023Updated:July 24, 2023No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ଭୁବନେଶ୍ୱର : ବିଜେପିର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସମାଲୋଚନା କରିବା ପରେ ବିଜେଡି ମୁଖପାତ୍ର ଲେନିନ୍ ମହାନ୍ତି ଟୁଇଟ୍ କରି ଏହାର ଜବାବ୍ ଦେଇଛନ୍ତି।

    ଶ୍ରୀ ମହାନ୍ତି ଟୁଇଟ୍ କରିଛନ୍ତି ଯେ ବିଜେପି ନେତା ସମୀର ମହାନ୍ତି ରାଜ୍ୟ ବିଜେପି ସଭାପତି ପଦରୁ ବିଦା ହେବାପରେ ନିଜର ରାଜନୈତିକ ସ୍ଥିତି ହରାଇଛନ୍ତି। ରାଜନୀତିରେ ତିଷ୍ଠି ରହିବାପାଇଁ ଆଜିକାଲି ସେ ଆପ୍ରାଣ ଉଦ୍ୟମ ଚଳାଇବା ସହିତ ଟୁଇଟ୍‍ ଜରିଆରେ ଗଣମାଧ୍ୟମର ଦୃଷ୍ଟି ଆକର୍ଷଣ କରୁଛନ୍ତି। ଆମେ ତାଙ୍କର ନିରାଶା ଓ ହତାଶାକୁ ବୁଝୁଛୁ। ସେ ତାଙ୍କର ଅର୍ଥହୀନ ଓ ବୁଦ୍ଧିହୀନ ଟୁଇଟ୍‍ ଜରିଆରେ ରାଜନୀତିରେ ପ୍ରାସଙ୍ଗିକ ହୋଇ ରହିବା ଏବଂ ଓଡ଼ିଶା ବିଜେପି ରାଜନୀତିରେ ନିଜର ରାଜନୈତିକ ଅସ୍ତିତ୍ୱ ଖୋଜିବାକୁ ଚେଷ୍ଟା କରୁଥିବାରୁ ଆମେ ତାଙ୍କ ପ୍ରତି ସହାନୁଭୂତି ଦେଖାଉଛୁ। ଆମେ ଆଶା କରୁଛୁ ଯେ ତାଙ୍କର ଓଡ଼ିଶା ବିଜେପି ସହକର୍ମୀମାନେ ତାଙ୍କ ପ୍ରତି ଅନୁରୂପ ଭାବେ ଅଧିକ ଦୟା ଓ ସହାନୁଭୂତି ଦେଖାଇବେ।

    Share. Facebook Twitter LinkedIn WhatsApp Email
    Previous Articleମନ୍ତ୍ରୀ, ସାଂସଦ, ଅଧିକାରୀଙ୍କ ବିଦେଶ ଗସ୍ତର ଶ୍ବେତପତ୍ର ଜାରି ହେଉ: ବିଜେପି
    Next Article ପ୍ରତିଶ୍ରୁତି ଦେଇ ପାଳନ ନକରିବା‌ରେ ବି ସର୍ବଶ୍ରେଷ୍ଠ ରେକର୍ଡ କରିଛନ୍ତି ମୁଖ୍ୟମନ୍ତ୍ରୀ: ବିଜେପି
    NewsLaxmi7
    • Website

    Related Posts

    କଲରାପତରିଆ ଛାଲ ଜବତ: ଜଣେ ଶିକାରୀ ଗିରଫ, ଅନ୍ୟ ଜଣେ ଫେରାର

    October 3, 2023

    ଲୋକସେବା ଭବନରେ ଲାଗିଥିବା ନିଆଁ ଆୟତ୍ତ

    October 3, 2023

    ପ୍ରଦେଶ କଂଗ୍ରେସ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ

    October 3, 2023

    ମା’ ଆସୁଛନ୍ତି: ସର୍ବଧର୍ମ ସମନ୍ୱୟର ତୋରଣ

    October 3, 2023
    • Facebook
    • Twitter
    • Instagram
    • YouTube
    Our Picks

    ସାଧୁ ବେଶରେ ୱାଣ୍ଟେଡ୍ କ୍ରିମିନାଲ୍: ୨୩ ବର୍ଷ ପରେ ଧରିଲା ପୁଲିସ

    July 3, 2023

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023
    Don't Miss
    ରାଜ୍ୟ

    କଲରାପତରିଆ ଛାଲ ଜବତ: ଜଣେ ଶିକାରୀ ଗିରଫ, ଅନ୍ୟ ଜଣେ ଫେରାର

    October 3, 2023

    ମୁନିଗୁଡ଼ା: ରାୟଗଡ଼ା ଜିଲ୍ଲା ଅମ୍ବାଦଳା ଥାନା ଅନ୍ତର୍ଗତ ବଡ଼କାନ୍ଦୁଲପଡ଼ା ଗାଁରୁ ମୁନିଗୁଡ଼ା ରେଞ୍ଜ ବନ ବିଭାଗ କଲରାପତରିଆ ଛାଲ ଜବତ…

    ଲୋକସେବା ଭବନରେ ଲାଗିଥିବା ନିଆଁ ଆୟତ୍ତ

    October 3, 2023

    ପ୍ରଦେଶ କଂଗ୍ରେସ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ

    October 3, 2023

    ମା’ ଆସୁଛନ୍ତି: ସର୍ବଧର୍ମ ସମନ୍ୱୟର ତୋରଣ

    October 3, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ଯାଆଁଳା ସୁନା ବ୍ୟବସାୟୀଙ୍କୁ ଗୁଳି ମାଡ଼ ଘଟଣା, ଦୁଇ ଲୁଟେରାଙ୍କୁ ବାନ୍ଧିଲା ଜଙ୍କିଆ ପୋଲିସ

    May 2, 2022

    ୮୮ରେ ପାଦ ଥାପିଲେ ଆଶା

    September 9, 2021

    ସେଞ୍ଚୁରିଆନ ଟେଷ୍ଟରେ ଇତିହାସ ରଚିବେ କୋହଲି ! ଦକ୍ଷିଣ ଆଫ୍ରିକା ହାରିଲେ ପ୍ରଥମ ଭାରତୀୟ ଅଧିନାୟକ ଭାବେ ହାସଲ କରିବେ ଏହି ରେକର୍ଡ…

    December 13, 2021
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.