ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ କରୋନା ସଂକ୍ରମିତ, ପତ୍ନୀଙ୍କ ରିପୋର୍ଟ ମଧ୍ୟ ପଜିଟିଭ୍

ଭୁବନେଶ୍ବର ୨।୧୧: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ କରୋନା ସଂକ୍ରମିତ ହୋଇଛନ୍ତି । ତାଙ୍କ ପତ୍ନୀଙ୍କର କରୋନା ପରୀକ୍ଷା ରିପୋର୍ଟ ମଧ୍ୟ ପଜିଟିଭ୍ ଆସିଛି । ଏନେଇ ଟ୍ବିଟ୍ ଯୋଗେ ରାଜ୍ୟପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଉଭୟଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କରୋନା ପରୀକ୍ଷା କରିବାକୁ କୁହାଯାଇଛି ।

ରାଜ୍ୟପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ କରାଯାଇଥିବା ଟ୍ବିଟ୍‌ରେ ଲେଖାଯାଇଛି ଯେ, ‘ମାନ୍ୟବର ରାଜ୍ୟପାଳ ଏବଂ ତାଙ୍କ ପତ୍ନୀ କରୋନା ସଂକ୍ରମିତ ହୋଇଛନ୍ତି । ନିକଟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ କରୋନା ପରୀକ୍ଷଣ କରାଇନେବାକୁ ଅନୁରୋଧ ।’

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ