ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରୁ ସୁସ୍ଥ ହେଲେ ୯୧ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରୁ ଗତ ୨୪ ଘଣ୍ଟା ମଧ୍ୟରେ ୯୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦେଇଛି।

ଆଜି ସମ୍ବଲପୁରରୁ ୧୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୩ଜଣ, ବାଲେଶ୍ବରରୁ ୧୨ଜଣ, ଖୋର୍ଧାରୁ ୧୧ଜଣ, ଭଦ୍ରକରୁ ୯ଜଣ, ଯାଜପୁରରୁ ୫ଜଣ, ଝାରସୁଗୁଡ଼ାରୁ ୪ଜଣ, ରାୟଗଡ଼ାରୁ ୪ଜଣ, କେନ୍ଦୁଝରରୁ ୩ଜଣ, ମୟୁରଭଞ୍ଜରୁ ୩ଜଣ, ପୁରୀରୁ ୩ଜଣ, ଦେବଗଡ଼ରୁ ୨ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ଅନୁଗୁଳରୁ ଜଣେ, ବଲାଙ୍ଗୀରରୁ ଜଣେ, ବୌଦ୍ଧରୁ ଜଣେ, କଟକରୁ ଜଣେ, କଳାହାଣ୍ଡିରୁ ଜଣେ, ସୁବର୍ଣ୍ଣପୁରରୁ ଜଣେ ଓ ଷ୍ଟେଟପୁଲ ଦୁଇଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ‌ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦେଇଛନ୍ତି। ନୂଆ ସୁସ୍ଥଙ୍କୁ ମିଶାଇଲେ ରାଜ୍ୟରୁ ୩୩୫୬୬୦ଜଣ କରୋନା ଆକ୍ରାନ୍ତ ଏଯାବତ ସୁସ୍ଥ ହୋଇଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ