ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ରାଜ୍ୟରେ ଆଉ ୨ ଜଣଙ୍କ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୯୧୫୧କୁ ବୃଦ୍ଧି

ଭୁବନେଶ୍ୱର ୦୯।୦୮: ରାଜ୍ୟରେ ଚାରି ଦିନ ହେଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି । କିନ୍ତୁ କୋଭିଡ ମୃତ୍ୟୁସଂଖାରେ ଲଗାମ୍ ଲାଗୁନି।। ରାଜ୍ୟରେ ଆଉ ୨ ଜଣ କରୋନା ସଂକ୍ରମିତଙ୍କ ଜୀବନ ଯାଇଛି । ମୋଟ ମୃତ୍ୟୁକୁ ମିଶାଇ ରାଜ୍ୟରେ ୪ର୍ଥ ଲହରିରେ ମୃତକଙ୍କ ସଂଖ୍ୟା ୨୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୫୧କୁ ବୃଦ୍ଧି ପାଇଛି ।

ମୃତକଙ୍କ ମଧ୍ୟରେ ଭୁବନେଶ୍ୱରର ୮୦ ବର୍ଷୀୟ ବୃଦ୍ଧ ଥିବା ବେଳେ ସୁନ୍ଦରଗଡ଼ର ୪୫ ବର୍ଷିୟା ବୃଦ୍ଧା ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୦୦୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୫୪୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୦୫୨୬୧ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୮୧୯୬୧୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ