ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୫୯ ଜଣ କରୋନା ସଂକ୍ରମି ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୫୯ ଜଣ କରୋନା ସଂକ୍ରମି ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୪ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୨୫ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୧୦୧ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୩ ହଜାର ୩୫୧ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୭୮୭ ଜଣ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୪ ଜଣ, ବରଗଡ଼ରୁ ୯ ଜଣ, କଟକରୁ ୨ ଜଣ, ଦେବଗଡ଼ରୁ ୨ ଜଣ, ଯାଜପୁରରୁ ୨ ଜଣ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ୨ ଜଣ, କେନ୍ଦ୍ରାପଡ଼ାରୁ ଜଣେ, ଖୋର୍ଦ୍ଧାରୁ ୬ ଜଣ, ମୟୂରଭଞ୍ଜରୁ ୨ ଜଣ, ନୂଆପଡ଼ାରୁ ୨ ଜଣ, ପୁରୀରୁ ୩ ଜଣ, ସମ୍ବଲପୁରରୁ ୭ ଜଣ, ସୁନ୍ଦରଗଡ଼ରୁ ୯ ଜଣ ଚିହ୍ନଟ ‌ହୋଇଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ