ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରେ ୪ କୋଟି ଛୁଇଁଲା କୋଭିଡ୍ ଟିକାକରଣ, ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା

ଭୁବନେଶ୍ବର ୧୨।୧୧: ରାଜ୍ୟରେ ୪ କୋଟି ଛୁଇଁଲା ଟିକାକରଣ । ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ଏହି ସୂଚନା ପ୍ରଦାନ କରାଯାଇଛି ।

ସେପଟେ ଡିସେମ୍ବର ସୁଦ୍ଧା ରାଜ୍ୟରେ ପ୍ରଥମ ଡୋଜ୍ ଟିକାକରଣ ସାରିବାକୁ ଲକ୍ଷ୍ୟ ରଖାଯାଇଥିବା ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ରାଜ୍ୟରେ ଟିକାକରଣ କେନ୍ଦ୍ର ୧୬୦୦ରୁ ବଢି ୨୪୦୦ ହୋଇଛି । ବିଶେଷ କରି ଗ୍ରାମାଞ୍ଚଳକୁ ଫୋକସ୍ କରି କେନ୍ଦ୍ର ଖୋଲା ଯାଉଛି । ଯେଉଁ ଗ୍ରାମରେ ୧୦୦ରୁ ଅଧିକ ଟିକା ନେଇ ନଥିବା ଲୋକ ଅଛନ୍ତି ସେଠାରେ କେନ୍ଦ୍ର ଖୋଲାଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ