Subscribe to Updates

    Get the latest creative news from FooBar about art, design and business.

    What's Hot

    ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ

    June 8, 2023

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ

    June 8, 2023
    Facebook Twitter Instagram
    Trending
    • ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ
    • ଆଉ ତିନି ଦିନ ପରେ ବାତ୍ୟା…..!
    • ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ
    • ୫ ଦିନ ପରେ ଚେନ୍ନାଇକୁ ଗଡ଼ିଲା କରମଣ୍ଡଳ
    • ବାହନଗା ରେଳ ଦୁର୍ଘଟଣାର ସିବିଆଇ ତଦନ୍ତକୁ ନେଇ କେଁ ଉଠିଲା
    • ପିଆଜ ଅମଳ ନିରାଶାଜନକ: ଭିତ୍ତିଭୂମି ଅଛି, ପ୍ରୋତ୍ସାହନ ନାହିଁ
    • ମଣିପୁର ହିଂସା ପୁଣି ଅଣାୟତ୍ତ: ଆମ୍ବୁଲାନ୍ସ ଜାଳିଦେଲେ ଦଙ୍ଗାକାରୀ, ୮ ବର୍ଷର ଶିଶୁ, ମା’ ସମେତ ୩ ଜୀବନ୍ତ ଦଗ୍ଧ
    • ଏଠି ନକଲିଙ୍କୁ ସାତଖୁଣ ମାଫ୍‌! ବର୍ଷବର୍ଷ ଚାକିରି କଲେ, ଜାମିନରେ ଖସିଗଲେ
    Thursday, June 8
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ଅପରାଧ»ରାଜ୍ୟ ବାହାରକୁ ହେଉଥିଲେ ଚାଲାଣ, ୨୫ ଦାଦନ ଶ୍ରମିକ ଉଦ୍ଧାର
    ଅପରାଧ

    ରାଜ୍ୟ ବାହାରକୁ ହେଉଥିଲେ ଚାଲାଣ, ୨୫ ଦାଦନ ଶ୍ରମିକ ଉଦ୍ଧାର

    NewsLaxmi7By NewsLaxmi7November 23, 2022No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    କଣ୍ଟାବାଞ୍ଜି ୨୩।୧୧ : ବଲାଙ୍ଗିର ବଙ୍ଗୋମୁଣ୍ଡାରେ ୨୫ ଦାଦନ ଶ୍ରମିକ ଉଦ୍ଧାର ହୋଇଛନ୍ତି। ଉଦ୍ଧାର ଦାଦନ ଶ୍ରମିକ ମାନେ ନୂଆପଡ଼ା ଏବଂ କଳାହାଣ୍ଡି ଜିଲ୍ଲାର ବାସିନ୍ଦା। ସମସ୍ତଙ୍କ କାଗଜ ପତ୍ର ଯାଞ୍ଚ ପରେ ଘରକୁ ଛାଡିବ ପୋଲିସ ।

    ଖବର ଅନୁଯାୟୀ, ବେଆଇନ ଭାବେ ସେମାନଙ୍କୁ ରାଜ୍ୟ ବାହାରକୁ ଚାଲାଣ କରୁଥିବା ବେଳେ ବୁଧବାର ରାତିରେ ବଙ୍ଗୋମୁଣ୍ଡା ପୋଲିସ ସ୍ଥାନୀୟ ଗୋଳେଇ ଛକରୁ ସେମାନଙ୍କୁ ଉଦ୍ଧାର କରିଛି। ୩ଟି ଗାଡ଼ି ସହିତ ଦାଦନ ସର୍ଦ୍ଦାରକୁ ପୋଲିସ ଥାନାରେ ଅଟକ ରଖିଛି। ରାତିରେ ଶ୍ରମିକ ମାନେ ୩ଟି ଚାରି ଚକିଆ ଗାଡିରେ କଣ୍ଟାବାଞ୍ଜି ରେଳ ଷ୍ଟେସନ ଯାଉଥିଲେ । କଣ୍ଟାବାଞ୍ଜି ପହଞ୍ଚିବା ପରେ ସେମାନେ ଟ୍ରେନ ଯୋଗେ ରାଜ୍ୟ ବାହାରକୁ ଚାଲାଣ ହୋଇଥାନ୍ତେ। ତେବେ ପୋଲିସ ଗୋଳେଇ ଛକରେ ଗାଡ଼ି ଅଟକାଇ ଯାଞ୍ଚ କରିଥିଲା। କାଗଜପତ୍ର ଯାଞ୍ଚ ପରେ ଶ୍ରମିକ ମାନଙ୍କୁ ତାଙ୍କ ଘର ଛାଡି ଦିଆଯିବ ବୋଲି ପୋଲିସ କହିଛି।

    argus barun gandhi breaking news featured interview kanak news khola katha latest news latest orissa news latest update news fues news in odia news today news7 odia news odisha famous people odisha khabar odisha latest odisha latest news odisha political news odisha9 orissa latest orissa political news otv otv live political update politices politics in odisha rahul gandhi sonia gandhi speech today news
    Share. Facebook Twitter LinkedIn WhatsApp Email
    Previous Articleବୁଧବାରଠୁ ଦଶମ ସମେଟିଭ୍ -୧ ଆରମ୍ଭ, ପରୀକ୍ଷା ଦେବେ ୫ ଲକ୍ଷରୁ ଅଧିକ ପରୀକ୍ଷାର୍ଥୀ
    Next Article ଖୋଲୁଛି ‘ନାଗ’ ପେଡି, ଇଡି ଅଫିସରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି
    NewsLaxmi7
    • Website

    Related Posts

    ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ

    June 8, 2023

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ୫ ଦିନ ପରେ ଚେନ୍ନାଇକୁ ଗଡ଼ିଲା କରମଣ୍ଡଳ

    June 8, 2023

    ବାହନଗା ରେଳ ଦୁର୍ଘଟଣାର ସିବିଆଇ ତଦନ୍ତକୁ ନେଇ କେଁ ଉଠିଲା

    June 8, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ରାଜ୍ୟ

    ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ

    June 8, 2023

    ଭୁବନେଶ୍ବର : ବାହାନଗା ରେଳ ଦୁର୍ଘଟଣା ପରେ ରେଳ ଯାତ୍ରାକୁ ଅଧିକ ସୁରକ୍ଷିତ କରିବା ସହ ମୃତକ ଓ ଆହତମାନଙ୍କୁ…

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ

    June 8, 2023

    ୫ ଦିନ ପରେ ଚେନ୍ନାଇକୁ ଗଡ଼ିଲା କରମଣ୍ଡଳ

    June 8, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ଓପି ଚୌତାଲାଙ୍କୁ ୪ ବର୍ଷ ଜେଲ୍‌

    May 28, 2022

    ସେନ୍ ଓ୍ୱର୍ଣ୍ଣଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଇଂଲଣ୍ଡ-ନ୍ୟୁଜିଲାଣ୍ଡ ଖେଳାଳି, ୨୩ ସେକେଣ୍ଡ ପାଇଁ ଅଟକିଲା ମ୍ୟାଚ୍

    June 3, 2022

    ହାଡ ମଜବୁତ ରଖିଥାଏ ସମୁଦ୍ର ଲୁଣ, ଆହାରରେ ବ୍ୟବହାର କରନ୍ତୁ ମାତ୍ର ଗୋଟିଏ ଚୁଟକୀ, ନିଜେ ଦେଖନ୍ତୁ ପ୍ରଭାବ

    November 30, 2020
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.