କଳା ଓ ସଂସ୍କୃତି ଦେଶ ବିଦେଶ ରାଜନୀତି ରାଜ୍ୟ

ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାକୁ ଗୀତ ମାଧ୍ୟମରେ ପରିବେଷଣ କରୁଛନ୍ତି ଦିବ୍ୟାଙ୍ଗ କଳାକାର

ବଲାଙ୍ଗୀର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସବୁ ବର୍ଗର ଲୋକଙ୍କ ପାଇଁ ଯୋଜନା ପ୍ରଣୟନ କରିଛନ୍ତି । ଯାହା ଜନ୍ମରୁ ମୃତ୍ୟୁ ଯାଏଁ ଲୋକଙ୍କ ପାଇଁ ସହାୟକ ହେଉଛି । ଆଉ ଏହି ଯୋଜନା ସବୁକୁ ଗୀତ ମାଧ୍ୟମରେ ଖୁବ୍ ସୁନ୍ଦର ଭାବେ ପରିବେଷଣ କରୁଛନ୍ତି ବଲାଙ୍ଗୀର ଜିଲ୍ଲା ମୁରିବାହାଲ ବ୍ଲକ ପତ୍ରାପାଲି ଗାଁର ଦିବ୍ୟାଙ୍ଗ କଳାକାର କାର୍ତ୍ତିକ ଖର୍ସେଲ । କାର୍ତ୍ତିକ ଜନ୍ମରୁ ଦୃଷ୍ଟି ବାଧିତ କିନ୍ତୁ ସେ ଠିକ ଭାବେ ଶୁଣିପାରନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗରିବ ଲୋକଙ୍କ ପାଇଁ ବିଭିନ୍ନ ଯୋଜନା ଘୋଷଣା କଲା ସମୟରେ ସେ ଶୁଣି ପ୍ରଭାବିତ ହୋଇଛନ୍ତି । ତେବେ ମୁଖ୍ୟମନ୍ତ୍ରୀଙ୍କ ସମସ୍ତ ଲୋକାଭିମୁଖୀ ଯୋଜନାକୁ ଗୀତ ମାଧ୍ୟମରେ ପରିବେଷଣ କରି ସମାଜକୁ ବାର୍ତ୍ତା ଦେଉଛନ୍ତି ଦିବ୍ୟାଙ୍ଗ କାର୍ତ୍ତିକ ଖର୍ସେଲ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,