Subscribe to Updates

    Get the latest creative news from FooBar about art, design and business.

    What's Hot

    ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ

    June 8, 2023

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ

    June 8, 2023
    Facebook Twitter Instagram
    Trending
    • ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ
    • ଆଉ ତିନି ଦିନ ପରେ ବାତ୍ୟା…..!
    • ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ
    • ୫ ଦିନ ପରେ ଚେନ୍ନାଇକୁ ଗଡ଼ିଲା କରମଣ୍ଡଳ
    • ବାହନଗା ରେଳ ଦୁର୍ଘଟଣାର ସିବିଆଇ ତଦନ୍ତକୁ ନେଇ କେଁ ଉଠିଲା
    • ପିଆଜ ଅମଳ ନିରାଶାଜନକ: ଭିତ୍ତିଭୂମି ଅଛି, ପ୍ରୋତ୍ସାହନ ନାହିଁ
    • ମଣିପୁର ହିଂସା ପୁଣି ଅଣାୟତ୍ତ: ଆମ୍ବୁଲାନ୍ସ ଜାଳିଦେଲେ ଦଙ୍ଗାକାରୀ, ୮ ବର୍ଷର ଶିଶୁ, ମା’ ସମେତ ୩ ଜୀବନ୍ତ ଦଗ୍ଧ
    • ଏଠି ନକଲିଙ୍କୁ ସାତଖୁଣ ମାଫ୍‌! ବର୍ଷବର୍ଷ ଚାକିରି କଲେ, ଜାମିନରେ ଖସିଗଲେ
    Thursday, June 8
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ଲୋକଙ୍କ ଆଖିରେ ଲେଖାଶ୍ରୀ ଜୋକର୍: ବିଜେଡି
    ରାଜ୍ୟ

    ଲୋକଙ୍କ ଆଖିରେ ଲେଖାଶ୍ରୀ ଜୋକର୍: ବିଜେଡି

    NewsLaxmi7By NewsLaxmi7February 20, 2023No Comments2 Mins Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

    ଭୁବନେଶ୍ବର: ବିଜେପି ନେତ୍ରୀ ଲେଖାଶ୍ରୀ ସାମ୍ବାଦିକ ସମ୍ମିଳନୀ କରି ବିଜେଡି ଉପରେ ବର୍ଷିବା ପରେ ବିଜେଡି ପ୍ରବକ୍ତା ଇପ୍ସିତା ସାହୁ ସାମ୍ବାଦିକ ସମ୍ମିଳନୀ କରି ଲେଖାଶ୍ରୀଙ୍କୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ଲେଖାଶ୍ରୀ ଜଣେ ଆତ୍ମଘୋଷିତ ତଦନ୍ତକାରୀ ଅଧିକାରୀ ଏବଂ ଫରେନସିକ୍ ବିଶେଷଜ୍ଞ। ତାଙ୍କୁ ତାଙ୍କ ଦଳର କିଛି ‌େଲାକ ମାମଲାର ତଦନ୍ତ ଉପରେ ଆଲୋଚନା କରିବାକୁ ନିୟୋଜିତ କରନ୍ତି। ସେ ଘଟଣା ସଂକ୍ରାନ୍ତରେ କିଛି ନବୁଝି ନସୁଝି ମତ ରଖନ୍ତି। ତେଣୁ ସେ ଲୋକଙ୍କ ଆଖିରେ ସବୁବେଳେ ଜୋକର ହୋଇଥାନ୍ତି।

    ଜଣେ ମହିଳା ଭାବେ ତାଙ୍କୁ କ’ଣ ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର ଜଣେ କର୍ତ୍ତବ୍ୟରତ ମହିଳା ‌ପୁଲିସ ଅଧିକାରୀଙ୍କୁ ମାଡ଼ ମାରିବା ଦିଶୁନାହିଁ ? ସେ ଏବିଷୟରେ ଚୁପ୍ ରହିଛନ୍ତି କାରଣ ସେ ଭୟ କରୁଛନ୍ତି ଯେ ତାଙ୍କୁ ମଧ୍ୟ ଜୟନାରାୟଣ ଚପଲରେ ମାରିପାରନ୍ତି‌ ଯେପରି ସେ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କୁ ମାରିଥିଲେ। ଗଣମାଧ୍ୟମ ଆଗରେ ଏପରି ପୂର୍ବ ପ୍ରସ୍ତୁତ କାହାଣୀ ଉପସ୍ଥାପନ କରିବା ପୂର୍ବରୁ ଆମେ ତାଙ୍କୁ ପୁଲିସର କିଛି ତଦନ୍ତ ଏବଂ ଫରେନସିକ୍ ପାଠ୍ୟକ୍ରମ ପଢ଼ିବା ‌ଲାଗି ଅନୁରୋଧ କରୁଛୁ। ଲେଖାଶ୍ରୀ ପୁଲିସକୁ ତା’ର ତଦନ୍ତ ଏବଂ ନ୍ୟାୟପାଳିକାକୁ ସେମାନଙ୍କର କାର୍ଯ୍ୟ କରିବାକୁ ଦିଅନ୍ତୁ ବୋଲି ଇପ୍ସିତା କହିଛନ୍ତି। ସେହିପରି ସେ କହିଛନ୍ତି ଯେ ଲେଖାଶ୍ରୀ ୨୦୧୪ରେ ଖୋଲାଖୋଲି ଭାବେ ନବୀନ ନିବାସକୁ ଆସି ବିଜେଡି ଟିକେଟ୍ ମାଗିଥିଲେ। ୨୦୧୯ରେ ବି ଲୁଚିଛପି ନବୀନ ନିବାସ ଆସି ବିଜେଡି ଟିକେଟ୍ ମାଗିଥିଲେ। ଆମେ ଜାଣୁ ସେ ପୁଣି ୨୦୨୪ରେ ଲୁଚିଛପି ଆସି ବିଜେଡି ଟିକେଟ୍ ମାଗିବେ।

    ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

    argus barun gandhi breaking news featured interview kanak news khola katha latest news latest orissa news latest update news fues news in odia news today news7 odia news odisha famous people odisha khabar odisha latest odisha latest news odisha political news odisha9 orissa latest orissa political news otv otv live political update politices politics in odisha rahul gandhi sonia gandhi speech today news
    Share. Facebook Twitter LinkedIn WhatsApp Email
    Previous Articleବିଧାୟକଙ୍କ ଗାଁକୁ ଭଲ ରାସ୍ତା ନାହିଁ!
    Next Article କାଳଗର୍ଭରେ ଲୀନ ହେଲାଣି କାଗଜ କଣ୍ଢେଇ; ଚାହିଦା ଅଛି, ପ୍ରୋତ୍ସାହନ ନାହିଁ
    NewsLaxmi7
    • Website

    Related Posts

    ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ

    June 8, 2023

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ

    June 8, 2023

    ୫ ଦିନ ପରେ ଚେନ୍ନାଇକୁ ଗଡ଼ିଲା କରମଣ୍ଡଳ

    June 8, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ରାଜ୍ୟ

    ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ

    June 8, 2023

    ଭୁବନେଶ୍ବର : ବାହାନଗା ରେଳ ଦୁର୍ଘଟଣା ପରେ ରେଳ ଯାତ୍ରାକୁ ଅଧିକ ସୁରକ୍ଷିତ କରିବା ସହ ମୃତକ ଓ ଆହତମାନଙ୍କୁ…

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ

    June 8, 2023

    ୫ ଦିନ ପରେ ଚେନ୍ନାଇକୁ ଗଡ଼ିଲା କରମଣ୍ଡଳ

    June 8, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ବାଇକ୍‌ ଡିକିରୁ ଲକ୍ଷେ ଟଙ୍କା ଲୁଟ୍‌

    June 3, 2022

    ବଲିଉଡ୍‌ରେ ୩୦ ବର୍ଷ ପୂରା କଲେ ଅକ୍ଷୟ : ଫ୍ୟାନ୍ସଙ୍କୁ ଦେଲେ ଧନ୍ୟବାଦ,ସେୟାର କଲେ ‘ପୃଥୀରାଜ୍‌’ର ରିଲିଜ୍‌ ଡେଟ୍‌

    May 5, 2022

    ସଚିନଙ୍କ ପାଇଁ ଅଧିନାୟକ ହେବାର ସୁଯୋଗ ହରାଇଲେ ଯୁବରାଜ ! ସାମ୍ନାକୁ ଆସିଲା ଚମକାଇଦେଲା ଭଳି ତଥ୍ୟ

    May 10, 2022
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.