ରାଜ୍ୟ

ଲୋୟର୍‌ ପିଏମ୍‌ଜିରେ ଗର୍ଜିଲେ ସାମ୍ବାଦିକ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ୱର: ରାଜ୍ୟରେ ସାମ୍ବାଦିକମାନଙ୍କର ମୌଳିକ ସମସ୍ୟାର ସମାଧାନ ଦିଗରେ ସରକାରଙ୍କ ଉଦାସୀନତା ନେଇ ବୁଧବାର ଦିନ ଲୋୟର୍‌ ପିଏମ୍‌ଜିରେ ସାମ୍ବାଦିକମାନେ ଗର୍ଜନ କରିଛନ୍ତି। ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ, ସ୍ୱାସ୍ଥ୍ୟବୀମା ରାଶି ୧୦ଲକ୍ଷ ଟଙ୍କାକୁ ବୃଦ୍ଧି, ଅବସରକାଳୀନ ଭତ୍ତା ପ୍ରଦାନ, ସମସ୍ତ ସାମ୍ବାଦିକଙ୍କୁ ଅଧିସ୍ୱୀକୃତି ପ୍ରଦାନ, ପ୍ରେସ୍ ଏକାଡେମି ଗଠନ ପାଇଁ ହୋଇଆସୁଥିବା ଦାବିଗୁଡ଼ିକ ହାସଲ ପାଇଁ ପୁଣି ଦାବି କରାଯାଇଥିଲା।

ସଭାପତି ବିଭୁତି ଭୂଷଣ କରଙ୍କ ନେତୃତ୍ୱରେ ସାମ୍ବାଦିକମାନେ ଏକ ବିରାଟ ପଟୁଆରରେ ମାଷ୍ଟରକ୍ୟାଣ୍ଟିନ୍‌ ଛକଠାରୁ ବିଧାନସଭା ଅଭିମୁଖେ ଶୋଭାଯାତ୍ରାରେ ଯାଇଥିଲେ। ଗାନ୍ଧୀମାର୍ଗରେ ପୁଲିସ ଅଟକାଇବା ପରେ ସେଠାରେ ସେମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଉପରୋକ୍ତ ଦାବିଗୁଡ଼ିକୁ ରାଜ୍ୟ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ସମର୍ଥନ କରିବା ସହ ଏନେଇ ସରାକାରଙ୍କ ଦୃଷ୍ଟି ଆକର୍ଷଣ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।