Subscribe to Updates

    Get the latest creative news from FooBar about art, design and business.

    What's Hot

    ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ

    June 8, 2023

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ

    June 8, 2023
    Facebook Twitter Instagram
    Trending
    • ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ
    • ଆଉ ତିନି ଦିନ ପରେ ବାତ୍ୟା…..!
    • ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ
    • ୫ ଦିନ ପରେ ଚେନ୍ନାଇକୁ ଗଡ଼ିଲା କରମଣ୍ଡଳ
    • ବାହନଗା ରେଳ ଦୁର୍ଘଟଣାର ସିବିଆଇ ତଦନ୍ତକୁ ନେଇ କେଁ ଉଠିଲା
    • ପିଆଜ ଅମଳ ନିରାଶାଜନକ: ଭିତ୍ତିଭୂମି ଅଛି, ପ୍ରୋତ୍ସାହନ ନାହିଁ
    • ମଣିପୁର ହିଂସା ପୁଣି ଅଣାୟତ୍ତ: ଆମ୍ବୁଲାନ୍ସ ଜାଳିଦେଲେ ଦଙ୍ଗାକାରୀ, ୮ ବର୍ଷର ଶିଶୁ, ମା’ ସମେତ ୩ ଜୀବନ୍ତ ଦଗ୍ଧ
    • ଏଠି ନକଲିଙ୍କୁ ସାତଖୁଣ ମାଫ୍‌! ବର୍ଷବର୍ଷ ଚାକିରି କଲେ, ଜାମିନରେ ଖସିଗଲେ
    Thursday, June 8
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ଶଗଡ଼ପଟା-ଟାଙ୍ଗିରିଆପାଳ ଲାଇନ୍‌ ଟ୍ରେନ୍‌ ଚଳାଚଳ ପାଇଁ କାର୍ଯ୍ୟକ୍ଷମ
    ରାଜ୍ୟ

    ଶଗଡ଼ପଟା-ଟାଙ୍ଗିରିଆପାଳ ଲାଇନ୍‌ ଟ୍ରେନ୍‌ ଚଳାଚଳ ପାଇଁ କାର୍ଯ୍ୟକ୍ଷମ

    NewsLaxmi7By NewsLaxmi7March 6, 2023No Comments2 Mins Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

    ଭୁବନେଶ୍ବର : ରେଳ ନିରାପତ୍ତା ଆୟୁକ୍ତ(ସିଆରଏସ)ଙ୍କ ଅନୁମୋଦନ ପରେ ଗତ ୩ ତାରିଖଠାରୁ ଜାରୋଲି-ଯଖପୁରା ସୁପର କ୍ରିଟିକାଲ ଦୋହରୀକରଣ ପ୍ରକଳ୍ପର ଶଗଡ଼ପଟା ଓ ଟାଙ୍ଗିରିଆପାଳ ମଧ୍ୟରେ ୧୭.୭୯୯ କିମି ଦୋହରୀକରଣ ଲାଇନରେ ଟ୍ରେନ୍ ଚଳାଚଳ ପାଇଁ କାର୍ଯ୍ୟକ୍ଷମ ହୋଇଛି। ଟ୍ରେନ୍‌ ଚଳାଚଳ ପାଇଁ ସମସ୍ତ ନିରାପତ୍ତା ସମ୍ବନ୍ଧୀୟ ଦିଗକୁ ନୀରିକ୍ଷଣ କରିବା ପରେ ସିଆରଏସ୍‌ ଏହି ରେଳ ସେକ୍ସନକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ପରେ ଏହି ମାର୍ଗରେ ପଣ୍ୟ ପରିବହନ ଯଥା‌ ଲୁହାପଥର, ମାଙ୍ଗାନିଜ୍ ଆଦି ଖଣିଜ ଦ୍ରବ୍ୟ ଓ ଯାତ୍ରୀ ପରିବହନ ହୋଇପାରିବ। ଯାତ୍ରୀ ପରିବହନ କରୁଥିବା ଟ୍ରେନ୍ ଚଳାଚଳ ବ୍ୟତୀତ ପୂର୍ବତଟ ରେଳପଥ ଦ୍ୱାରା ଧାମରା, ପାରାଦୀପ ଓ ବିଶାଖାପାଟଣା ବନ୍ଦରକୁ ଲୁହା ଓ କୋଇଲା ପରିବହନ ସହଜ ହେବ। ଏହି ଲାଇନ୍‌ କେନ୍ଦୁଝର ଜିଲ୍ଲା ଅନ୍ତର୍ଗତ ଲୁହା ପଥର ଓ ମାଙ୍ଗାନିଜ୍ ସମୃଦ୍ଧ ଅଞ୍ଚଳକୁ ନିକଟ ବନ୍ଦର ସହ ଅନେକ ଇସ୍ପାତ କାରଖାନାକୁ ସଂଯୋଗ କରିବ ବୋଲି ପୂର୍ବତଟ ରେଳପଥ ପକ୍ଷରୁ କୁହାଯାଇଛି।

    ବାଂଶପାଣି-ଜାରୋଲି-ଦୈତାରୀ-ଟମକା-ଯଖପୁରା ପର୍ଯ୍ୟନ୍ତ ପ୍ରାୟ ୧୮୦ କିମି ଦୋହରୀକରଣ ହେବ। ଏହି ପ୍ରକଳ୍ପ ପାଇଁ ୧୮୨୬ କୋଟି ଅନୁମୋଦନ ହୋଇଛି। ୧୮୦ କିମି ମଧ୍ୟରୁ ୧୨୪ କିମି ଦୋହରୀକରଣ କାର୍ଯ୍ୟ ଗତ ଫେବ୍ରୁଆରି ସୁଦ୍ଧା ସମ୍ପୂର୍ଣ୍ଣ ହୋଇଛି। ନୂତନ ଭାବେ କାର୍ଯ୍ୟକ୍ଷମ ଶଗଡ଼ପଟା-ଟାଙ୍ଗିରିପାଲ ରେଳ ସେକ୍ସନରେ ସର୍ବାଧିକ ୯୦ କିମି ବେଗରେ ଟ୍ରେନ୍ ଚଳାଇବାକୁ ଅନୁମୋଦନ ମିଳିଛି। ଏହି ସେକ୍ସନରେ ୬ଟି ପ୍ରମୁଖ ଓ ୪୬ଟି ଛୋଟ ବ୍ରିଜ୍ ନିର୍ମାଣ ହୋଇଛି। ଗତ ୩ ତାରିଖରେ ମୁଖ୍ୟ ନିରାପତ୍ତା ଆୟୁକ୍ତ ଏ ଏମ ଚୌଧୁରୀ, ଉପମୁଖ୍ୟ ନିରାପତ୍ତା ଆୟୁକ୍ତ ବିଏସ୍‌କେ ସୁବୁଦ୍ଧି, ପୂର୍ବତଟ ରେଳପଥର ମୁଖ୍ୟ ପ୍ରଶାସନିକ ଅଧିକାରୀ ଏ ପି ଦ୍ବିବେଦୀ, ଖୋର୍ଦ୍ଧା ରୋଡ୍ ରେଳ ମଣ୍ଡଳର ମଣ୍ଡଳ ରେଳବାଇ ପ୍ରବନ୍ଧକ ରିଙ୍କେଶ ରୟ, ମୁଖ୍ୟ ବ୍ରିଜ୍ ଇଞ୍ଜିନିୟର ବ୍ରଜେଶ ମିଶ୍ର, କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ/ଆରଭିଏନ୍ଏଲ୍ ଏସ୍ କେ ପାତ୍ର ପ୍ରମୁଖ ଏହି ପ୍ରକଳ୍ପ ଯାଞ୍ଚ ସମୟରେ ଉପସ୍ଥିତ ଥିଲେ।

    ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

    argus barun gandhi breaking news featured interview kanak news khola katha latest news latest orissa news latest update news fues news in odia news today news7 odia news odisha famous people odisha khabar odisha latest odisha latest news odisha political news odisha9 orissa latest orissa political news otv otv live political update politices politics in odisha rahul gandhi sonia gandhi speech today news
    Share. Facebook Twitter LinkedIn WhatsApp Email
    Previous Articleପୋଖରୀ ପାଣି ପିଉଛନ୍ତି ଗୋପଦା ଗ୍ରାମବାସୀ
    Next Article ନିମେଇଷାପୁରରେ ପାନୀୟଜଳ ଯୋଗାଣ ଫେଲ୍: ୫ ବର୍ଷ ପରେ ବି ପାଣି ମୁନ୍ଦେ ମିଳିଲାନି
    NewsLaxmi7
    • Website

    Related Posts

    ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ

    June 8, 2023

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ

    June 8, 2023

    ୫ ଦିନ ପରେ ଚେନ୍ନାଇକୁ ଗଡ଼ିଲା କରମଣ୍ଡଳ

    June 8, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ରାଜ୍ୟ

    ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ

    June 8, 2023

    ଭୁବନେଶ୍ବର : ବାହାନଗା ରେଳ ଦୁର୍ଘଟଣା ପରେ ରେଳ ଯାତ୍ରାକୁ ଅଧିକ ସୁରକ୍ଷିତ କରିବା ସହ ମୃତକ ଓ ଆହତମାନଙ୍କୁ…

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ

    June 8, 2023

    ୫ ଦିନ ପରେ ଚେନ୍ନାଇକୁ ଗଡ଼ିଲା କରମଣ୍ଡଳ

    June 8, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ମହେଶ ଭଟ୍ଟ ଚାହୁଁ ନାହାଁନ୍ତି ଆଲିୟା କରନ୍ତୁ ବିବାହ, କାରଣ ଜାଣି ଆପଣ ମଧ୍ୟ ହୋଇଯିବେ ଆଶ୍ଚର୍ଯ୍ୟ

    March 19, 2021

    ପୂର୍ବଶତ୍ରୁତାରୁ ସର୍ବନାଶ, ଘରେ ଓ ଦୋକାନରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

    September 5, 2022

    ଆପଣ ବି ଖାଉଛନ୍ତି କି ମୋମୋଜ୍ ? ଜାଣନ୍ତୁ ସ୍ୱାସ୍ଥ୍ୟ ପକ୍ଷେ କେତେ ହାନିକାରକ ଆପଣଙ୍କ ପ୍ରିୟ ଷ୍ଟ୍ରିଟ୍ ଫୁଡ୍

    January 29, 2021
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.