ଅପରାଧ ଦେଶ ବିଦେଶ ଧର୍ମ ସ୍ପେଶାଲ ରିପୋର୍ଟ

ଶିବାଜୀ ପ୍ରତିମୂର୍ତ୍ତିକୁ ନେଇ ମହାରାଷ୍ଟ୍ରରେ ସଂଘର୍ଷ; ୩୦ ପୁଲିସ ଆହତ, ୩୦୦ରୁ ଅଧିକ ଲୋକଙ୍କ ବିରୋଧରେ ମାମଲା ରୁଜୁ

ମୁମ୍ବାଇ/ଜଲ୍‌ନା : ମହାରାଷ୍ଟ୍ରର ଜଲ୍‌ନାରେ ଛତ୍ରପତି ଶିବାଜୀ ମହାରାଜଙ୍କର ଏକ ପ୍ରତିମୂର୍ତ୍ତି ସ୍ଥାପନ ଏବଂ ପରେ ଏହାକୁ ହଟାଇବା ଘଟଣାକୁ ନେଇ ବଡ଼ ଧରଣର ସଂଘର୍ଷ ହୋଇଛି। ଲୋକଙ୍କ ଆକ୍ରମଣରେ ୩୦ରୁ ଅଧିକ ପୁଲିସ କର୍ମୀ ଆହତ ହୋଇଛନ୍ତି । ଉକ୍ତ ଘଟଣାରେ ୩୦୦ରୁ ଅଧିକ ଲୋକଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ପ୍ରତିମୂର୍ତ୍ତି ନିକଟରେ ଏକ ତୋରଣ ଗେଟ୍‌କୁ ନେଇ ସଂଘର୍ଷର ସୂତ୍ରପାତ ହୋଇଥିଲା। ଦୁଇ ଗୋଷ୍ଠୀର ପ୍ରାୟ ୫ ଶହରୁ ଅଧିକ ଲୋକଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। ପରିସ୍ଥିତି ନିୟନ୍ତ୍ରଣ ପାଇଁ ପହଞ୍ଚିଥିବା ପୁଲିସ ଉପରେ ପ୍ରବଳ ପଥର ମାଡ଼ ହୋଇଥିଲା।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ