Subscribe to Updates

    Get the latest creative news from FooBar about art, design and business.

    What's Hot

    ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି

    May 29, 2023

    ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର

    May 29, 2023

    ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା

    May 29, 2023
    Facebook Twitter Instagram
    Trending
    • ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି
    • ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର
    • ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା
    • ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ: କର୍ମଚାରୀଙ୍କ ତାଲିକା ମାଗିଲା ରାଜସ୍ବ ବିଭାଗ
    • ବ୍ରାଉନ୍‌ସୁଗାର ବେପାରରେ ବାପ-ପୁଅ
    • ବଦଳିବ ଭିତରକନିକାର ରୂପରେଖ
    • କାଜୁ କେଜି ୫ ହଜାର, ଚାଷୀ ପାଉଛି ୭୦
    • ଜାତୀୟସ୍ତରୀୟ ନୃତ୍ୟ ପ୍ରତିଯୋଗିତା: ବ୍ରହ୍ମପୁର ଜେଲ୍‌ର ବନ୍ଦୀ ହେଲେ ପ୍ରଥମ
    Monday, May 29
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ଶୀତଳଷଷ୍ଠୀ ଯାତ୍ରା ଦେଖି ଫେରୁଥିବାବେଳେ ଯୁବକଙ୍କୁ ହତ୍ୟା, ଛୁରାମାଡରେ ଜଣେ ଗୁରୁତର
    ରାଜ୍ୟ

    ଶୀତଳଷଷ୍ଠୀ ଯାତ୍ରା ଦେଖି ଫେରୁଥିବାବେଳେ ଯୁବକଙ୍କୁ ହତ୍ୟା, ଛୁରାମାଡରେ ଜଣେ ଗୁରୁତର

    NewsLaxmi7By NewsLaxmi7May 24, 2023Updated:May 24, 2023No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ବଲାଙ୍ଗୀର: ମଙ୍ଗଳବାର ବିଳମ୍ବିତ ରାତିରେ ଶୀତଳଷଷ୍ଠୀ ଯାତ୍ରା ଦେଖି ଫେରୁଥିବାବେଳେ ବଲାଙ୍ଗୀର ଟାଉନ ଥାନା ନିକଟ ନୃସିଂହ ମନ୍ଦିର ନିକଟରେ ଛୁରି ଭୁସି ଜଣଙ୍କୁ ହତ୍ୟା କରାଯାଇଛି। ଛୁରାମାଡରେ  ଅନ୍ୟ ଜଣେ ଯୁବକ ଗୁରୁତର ହୋଇଛନ୍ତି। ମୃତକ ହେଲେ ଗେଟସରୋବରପଡାର ସରୋଜ ପାଣିଗ୍ରାହୀ (୨୫) ଓ ଗୁରୁତର ‌ହେଲେ କନ୍ଧପାଳିପଡାର ପ୍ରେମ ସାହୁ।

    ସୂଚନାଯୋଗ୍ୟ ଯେ, ସରୋଜ ଓ ପ୍ରେମ ବଲାଙ୍ଗୀରରେ ହେଉଥିବା ଶୀତଳଷଷ୍ଠୀ ଯାତ୍ରୀ ଦେଖି ବିଳମ୍ବିତ ରାତିରେ ଫେରୁଥିଲେ। ହଠାତ ଦୁଇଜଣ ନିଶା ଶକ୍ତ ଯୁବକ ଆସି ସେମାନଙ୍କୁ ଅଟକାଇଥିଲେ। କାହିଁକି ଅଟକାଉଛ ବୋଲି ପଚାରିବାରୁ ଜଣେ ଯୁବକ ଛୁରି କାଢ଼ି ଅତର୍କିତ ଆକ୍ରମଣ କରିଥିଲା। ବଲାଙ୍ଗୀର ଟାଉନ ଥାନାର ଅନତୀ ଦୂରରେ ଏହି ଘଟଣା ଘଟିଥିବାରୁ ପୁଲିସ ପହଞ୍ଚି ଗୁରୁତର ସରୋଜ ଓ ପ୍ରେମ ସାହୁଙ୍କୁ ଭୀମଭୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲା। ସେଠାରେ ଚିିକିତ୍ସାଧୀନ ଅବସ୍ଥାରେ ସରୋଜଙ୍କ ମୃତ୍ୟୁ ହୋଇଥିବାବେଳେ ପ୍ରେମ ଚିକିତ୍ସାଧୀନ ଅଛନ୍ତି। ତେବେ ପ୍ରେମଙ୍କ କହିବାନୁସାରେ ଯେଉଁ ଦୁଇଜଣ ଯୁବକ ଛୁରାମାଡ କଲେ ସେମାନଙ୍କ ମଧ୍ୟରୁ ସେ ଜଣଙ୍କୁ ଚିହ୍ନିଛନ୍ତି। ତେବେ ତାଙ୍କ ବୟାନ ଅନୁସାରେ ପୁଲିସ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଖୋଜୁଛି। କିନ୍ତୁ ଏଯାଏଁ କାହାକୁ ଉକ୍ତ ଘଟଣାରେ ଗିରଫ କରାଯାଇନାହିଁ।

    Share. Facebook Twitter LinkedIn WhatsApp Email
    Previous Articleମୃତ୍ୟୁ ମୁହଁରେ ‘କାଞ୍ଚି’: ଜୀବନରେଖା ଥିଲା, ଏବେ ଅଲୋଡ଼ା
    Next Article ଅନ୍ତଃରାଜ୍ୟ ଲୁଟେରାଙ୍କ ନିଶାଣରେ ରାଜଧାନୀ: ଏରାଗୋଲାରୁ ଇରାନି ଗ୍ୟାଙ୍ଗ୍‌
    NewsLaxmi7
    • Website

    Related Posts

    ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି

    May 29, 2023

    ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର

    May 29, 2023

    ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା

    May 29, 2023

    ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ: କର୍ମଚାରୀଙ୍କ ତାଲିକା ମାଗିଲା ରାଜସ୍ବ ବିଭାଗ

    May 29, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ଅପରାଧ

    ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି

    May 29, 2023

    ନିଶ୍ଚିନ୍ତକୋଇଲି : ବାଲିଘାଟକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଉଗ୍ରରୂପ ନେଇଛି। ଶନିବାର ବିଳମ୍ବିତ ରାତିରେ ଏକ…

    ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର

    May 29, 2023

    ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା

    May 29, 2023

    ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ: କର୍ମଚାରୀଙ୍କ ତାଲିକା ମାଗିଲା ରାଜସ୍ବ ବିଭାଗ

    May 29, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ଝାରବନ୍ଧରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ, କହିଲେ ଆପଣମାନଙ୍କ ହକ୍‌ ପାଇଁ ମୁଁ ଲଢୁଥିବି

    December 2, 2022

    ରାଜ୍ୟରେ ଜୋର ଧରିଲା ଟିକା ରାଜନୀତି

    October 27, 2020

    ୱେବ୍ ଚ୍ୟାନେଲ ଅଫିସ୍‌ରେ ଦେହ ବେପାର, କଲେଜ ଛାତ୍ର, ଚ୍ୟାନେଲ୍ ମାଲିକ ଗିରଫ

    January 25, 2023
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.