କଳା ଓ ସଂସ୍କୃତି ରାଜ୍ୟ

ଶ୍ରୀକ୍ଷେତ୍ରରେ ପହଞ୍ଚିଲା ତିନି ରଥର ଦଉଡ଼ି

ପୁରୀ : ରଥଯାତ୍ରା ପୂର୍ବରୁ ଶନିବାର ଦିନ ତିନି ରଥ ନନ୍ଦିଘୋଷ, ତାଳଧ୍ବଜ ଓ ଦେବଦଳନର ଦଉଡ଼ି ଆସି ଶ୍ରୀକ୍ଷେତ୍ରରେ ପହଞ୍ଚିଛି। ତିନି ରଥର ୪ଟି ଲେଖାଏଁ, ମୋଟ ୧୨ ଖଣ୍ଡ ‌ଦଉଡ଼ି ଆସି ପହଞ୍ଚିଥିବା ବେ‌ଳେ ଏହାର ଲମ୍ବ ୨୨୦ ଫୁଟ ବୋଲି ଜଣାପଡ଼ିଛି। ଶନିବାର ଦିନ ବୀରପ୍ରତାପପୁର କତା ନିଗମରୁ ଏହି କତାଦଉଡ଼ି ଆସି ବଡ଼ଦାଣ୍ଡରେ ପହଞ୍ଚିବା ପରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଏହାକୁ ରଖାଯାଇଛି। ପରବର୍ତ୍ତୀ ସମୟରେ କର୍ଡନ୍‌ ଓ ଅତିରିକ୍ତ ଦଉଡ଼ି ଆସିବାର କାର୍ଯ୍ୟକ୍ରମ ରହିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,