କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଶ୍ରୀ ମନ୍ଦିର ଚତୁପାର୍ଶ୍ବରେ ଲାଗୁ ହେଲା ୧୪୪ ଧାରା: ପତିତପାବନ ଦର୍ଶନରୁ ବଞ୍ଚିତ ହେବେ ଭକ୍ତ

ପୁରୀ୨୬/୧୧: ଶ୍ରୀ ମନ୍ଦିର ଚତୁପାର୍ଶ୍ବରେ ଲାଗୁ ହେଲା ୧୪୪ ଧାରା। ନାଗାର୍ଜୁନ ବେଶ ଯୋଗୁଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରାଯାଇଛି। ମରଚିକୋଟ ଛକରୁ ଶ୍ରୀମନ୍ଦିର ଏବଂ ଶ୍ରୀମନ୍ଦିର ଚତୁପାର୍ଶ୍ବରେ ୧୪୪ ଧାରା ଲାଗୁ ହୋଇଛି। ଶନିବାର ରାତି ୧୨ଟା ଠାରୁ ଆସନ୍ତାକାଲି ବେଶ ଓଲାଗି ପର୍ଯ୍ୟନ୍ତ ୧୪୪ ଧାରା ଜାରି ହୋଇଛି।

ସୁରକ୍ଷା ବ୍ୟବସ୍ଥାକୁ ଶୃଙ୍ଖଳିତ କରିବାକୁ ୨୫ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ୨ ଅତିରିକ୍ତ ଏସପି, ୭ଡିଏସପି, ୨୫୦ ହୋମଗାର୍ଡ, ୭୭ ଜଣ ଏସଆଇ, ୧୯ଜଣ ଇନ୍‌ସପେକ୍ଟର ନିୟୋଜିତ ହେବେ। ସେପଟେ ୧୪୪ଧାରା ସମୟରେ ପତିତପାବନ ଦର୍ଶନରୁ ବଞ୍ଚିତ ହେବେ ଭକ୍ତ। ଏ ସଂପର୍କରେ ପୁରୀ ଏସ୍‌ପି ସୂଚନା ଦେଇଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,