ରାଜ୍ୟ ସ୍ୱାସ୍ଥ୍ୟ

ସଂକ୍ରମଣ ନେଇ ସଜାଗ ରହିବାକୁ ସ୍ୱାସ୍ଥ୍ୟ ବିଭାଗର ପରାମର୍ଶ, ନିର୍ଦ୍ଦେଶକ କହିଲେ ଦରକାର ପଡିଲେ ବାଧ୍ୟତାମୂଳକ ହେବ ମାସ୍କ

ଭୁବନେଶ୍ୱର ୦୪/୦୬: ଯେଉଁଠି ସଂକ୍ରମଣ ବଢୁଛି ସେଠାରେ କେନ୍ଦ୍ର ସରକାର ପ୍ରିକସନ ନେବାକୁ ତାଗିତ କରିଛନ୍ତି । ଯେହେତୁ ୫ ଟି ରାଜ୍ୟରେ ସଂକ୍ରମଣ ବଢୁଛି । ତେଣୁ ସେଠାରେ କଟକଣାକୁ କଡାକଡି କରିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି । ବର୍ତ୍ତମାନ ଆମ ରାଜ୍ୟରେ ସ୍ଥିତି ଭଲ ଅଛି ।

ଯେମିତି ପୂର୍ବରୁ ସର୍ଭିଲାନ୍ସ ଜାରି ରହିଥିଲା ସେମିତି ଚାଲିଛି । ଟେଷ୍ଟିଂ ଚାଲିଛି । ଟେଷ୍ଟିଂ ସାଇଡ ସବୁ ଚାଲୁ ରହିଛି । ପଜିଟିଭ ବାହାରିଲେ ଟ୍ରାପ କରିବା । ଯଦି ପଜିଟିଭ ବଢେ ତାହାଲେ ରାଜ୍ୟରେ ପୂର୍ବରୁ ଥିବା ସବୁ ବ୍ୟବସ୍ଥା ଖୋଲାଯିବ । ଯଦି ଦରକାର ପଡେ ମାକ୍ସ ପିନ୍ଧିବା ବାଧ୍ୟତାମୂଳକ କରାଯିବ ।

ଯଦି ଭିଡକୁ ଯାଉଛନ୍ତି ମାସ୍କ ନିହାତି ପିନ୍ଧନ୍ତୁ । ଲକ୍ଷଣ ଥିଲେ ଟେଷ୍ଟ ସହ ସଂଗ୍ରରୋଧରେ ରହିବାକୁ କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେ

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ