Subscribe to Updates

    Get the latest creative news from FooBar about art, design and business.

    What's Hot

    ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ

    June 8, 2023

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ

    June 8, 2023
    Facebook Twitter Instagram
    Trending
    • ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ
    • ଆଉ ତିନି ଦିନ ପରେ ବାତ୍ୟା…..!
    • ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ
    • ୫ ଦିନ ପରେ ଚେନ୍ନାଇକୁ ଗଡ଼ିଲା କରମଣ୍ଡଳ
    • ବାହନଗା ରେଳ ଦୁର୍ଘଟଣାର ସିବିଆଇ ତଦନ୍ତକୁ ନେଇ କେଁ ଉଠିଲା
    • ପିଆଜ ଅମଳ ନିରାଶାଜନକ: ଭିତ୍ତିଭୂମି ଅଛି, ପ୍ରୋତ୍ସାହନ ନାହିଁ
    • ମଣିପୁର ହିଂସା ପୁଣି ଅଣାୟତ୍ତ: ଆମ୍ବୁଲାନ୍ସ ଜାଳିଦେଲେ ଦଙ୍ଗାକାରୀ, ୮ ବର୍ଷର ଶିଶୁ, ମା’ ସମେତ ୩ ଜୀବନ୍ତ ଦଗ୍ଧ
    • ଏଠି ନକଲିଙ୍କୁ ସାତଖୁଣ ମାଫ୍‌! ବର୍ଷବର୍ଷ ଚାକିରି କଲେ, ଜାମିନରେ ଖସିଗଲେ
    Thursday, June 8
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ଖେଳ»ସଞ୍ଜିତ ମେମୋରିଆଲ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ, ଭୁବନେଶ୍ୱର ଚମ୍ପିଆନ୍‌
    ଖେଳ

    ସଞ୍ଜିତ ମେମୋରିଆଲ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ, ଭୁବନେଶ୍ୱର ଚମ୍ପିଆନ୍‌

    NewsLaxmi7By NewsLaxmi7November 21, 2022No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ଚଣ୍ଡିଖୋଲ ୨୧।୧୧ : ସଞ୍ଜିତ୍‌ ମେମୋରିଆଲ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପନ । ଏହି କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟରେ ଭୁବନେଶ୍ୱର ଚମ୍ପିଆନ୍‌ ହୋଇଛି । ଗୋଲକୁଣ୍ଡକୁ ୭୩ ରନ୍‌ରେ ପରାସ୍ତ କରିଛି ଭୁବନେଶ୍ୱର ସାଇ ଇଲେଭନ୍‌ କ୍ରିକେଟ୍‌ ଟିମ୍‌ ।

    ଖବର ଅନୁଯାୟୀ, ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକ ଦର୍ପଣ ପଞ୍ଚାୟତରେ ସାମଲ କ୍ରିକେଟ୍‌ କ୍ଲବ ଓ କୋଲସାହି ପାଟଣା ଆନୁକୁଲ୍ୟରେ ଆରମ୍ଭ ହୋଇଥିଲା ସଞ୍ଜିତ୍‌ ମେମୋରିଆଲ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ । ଶେଷରେ ରବିବାର ଦିନ ଏହି ଟୁର୍ଣ୍ଣାମେଣ୍ଟରେ ଉଦ୍‌ଯାପନୀ ଉତ୍ସବ ଥିଲା । ଫାଇନାଲ୍‌ ମୁକାବିଲରେ ଭୁବନେଶ୍ୱର ସାଇ ଇଲେଭେନ୍‌ କ୍ରିକେଟ୍‌ ଟିମ୍‌ ବିଏମ୍‌ସିସି ଗୋଲକୁଣ୍ଡକୁ ୭୩ ରନ୍‌ରେ ପରାସ୍ତ କରି ଚମ୍ପିଆନ୍‌ ହୋଇଛି ।

    ତେବେ ପ୍ରଥମ ଟସ୍‌ ଜିତି ଭୁବନେଶ୍ୱର ନିର୍ଦ୍ଧାରିତ ୨୦ଓଭରରେ ବ୍ୟାଟିଂ କରି ୯ଓ୍ୱିକେଟ୍‌ ହରାଇ ୨୦୩ ରନ୍‌ କରିଥିଲା । ଦଳ ପକ୍ଷରୁ ଅରବିନ୍ଦ ସିଂ ୨୬ ବଲ୍‌ରୁ ୬୬ ରନ୍‌ ସଂଗ୍ରହ କରିଥିବା ବେଳେ ଗୋଲକୁଣ୍ଡର ଉଦୟ ଶଙ୍କର ଜେନା ୪ଟି ଓ୍ୱିକେଟ୍‌ ନେଇଥିଲେ । ଜବାବରେ ଗୋଲକୁଣ୍ଡ ନିର୍ଦ୍ଧାରିତ ୨୦ ଓଭରରେ ସମସ୍ତ ଓ୍ୱିକେଟ୍‌ ହରାଇ ୧୩୦ରନ୍‌ ସଂଗ୍ରହ କରି ପରାସ୍ତ ହୋଇଥିଲେ । ଦଳ ପକ୍ଷରୁ ଉଦୟ ଶଙ୍କର ଜେନା ୨୫ ବଲ୍‌ରେ ୩୮ ରନ କରିଥିବା ବେଳେ ଭୁବନେଶ୍ବରର ହିତେଶ କୁମାର ନାୟକ ୨ ଓଭର ବୋଲିଂ କରି ୧୬ ରନ ଦେଇ ୨ ୱେକେଟ୍ ନେଇଥିଲେ ।

    argus barun gandhi breaking news featured interview kanak news khola katha latest news latest orissa news latest update news fues news in odia news today news7 odia news odisha famous people odisha khabar odisha latest odisha latest news odisha political news odisha9 orissa latest orissa political news otv otv live political update politices politics in odisha rahul gandhi sonia gandhi speech today news
    Share. Facebook Twitter LinkedIn WhatsApp Email
    Previous Articleବିଶେଶ୍ୱର ମନ୍ଦିରରୁ ଲକ୍ଷାଧିକ ଟଙ୍କାର ମୂର୍ତ୍ତି ଚୋରୀ, ଥାନାରେ ଅଭିଯୋଗ ପରେ ତନାଘନା
    Next Article ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଶୁଣାଣି ଶିବିର, ସମସ୍ୟା ନେଇ ହିତାଧିକାରୀ କଲେ ଅଭିଯୋଗ
    NewsLaxmi7
    • Website

    Related Posts

    ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ

    June 8, 2023

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ

    June 8, 2023

    ୫ ଦିନ ପରେ ଚେନ୍ନାଇକୁ ଗଡ଼ିଲା କରମଣ୍ଡଳ

    June 8, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ରାଜ୍ୟ

    ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ

    June 8, 2023

    ଭୁବନେଶ୍ବର : ବାହାନଗା ରେଳ ଦୁର୍ଘଟଣା ପରେ ରେଳ ଯାତ୍ରାକୁ ଅଧିକ ସୁରକ୍ଷିତ କରିବା ସହ ମୃତକ ଓ ଆହତମାନଙ୍କୁ…

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ

    June 8, 2023

    ୫ ଦିନ ପରେ ଚେନ୍ନାଇକୁ ଗଡ଼ିଲା କରମଣ୍ଡଳ

    June 8, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ମିଳୁନି ଟିଡି ଟିକା, ସ୍ବାସ୍ଥ୍ୟାନୁଷ୍ଠାନରୁ ଫେରୁଛନ୍ତି ଗର୍ଭବତୀ

    March 31, 2023

    ବନ ବିଭାଗ ପାଟ୍ରୋଲିଂ ଗାଡ଼ିକୁ ଗୁଳିମାଡ଼ ଘଟଣା: ନିଦ ହଜାଇଛି ୭.୬୨ ଏମ୍‌ଏମ୍‌ କ୍ୟାଟ୍ରିଜ୍‌

    March 31, 2023

    ରେଳଷ୍ଟେସନ କାମରେ ଚୋରା ମୋରମ ଚାଲାଣ ଘଟଣା, ପୁଣି ଆସିଲା ଆଉ ଏକ ବେଆଇନ କାମ

    October 17, 2022
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.