Subscribe to Updates

    Get the latest creative news from FooBar about art, design and business.

    What's Hot

    ପୋଖରୀରୁ ଧରା ହେଲା ୧୪ ଫୁଟ୍‌ର କୁମ୍ଭୀର

    October 3, 2023

    କଲରାପତରିଆ ଛାଲ ଜବତ: ଜଣେ ଶିକାରୀ ଗିରଫ, ଅନ୍ୟ ଜଣେ ଫେରାର

    October 3, 2023

    ଲୋକସେବା ଭବନରେ ଲାଗିଥିବା ନିଆଁ ଆୟତ୍ତ

    October 3, 2023
    Facebook X (Twitter) Instagram
    Trending
    • ପୋଖରୀରୁ ଧରା ହେଲା ୧୪ ଫୁଟ୍‌ର କୁମ୍ଭୀର
    • କଲରାପତରିଆ ଛାଲ ଜବତ: ଜଣେ ଶିକାରୀ ଗିରଫ, ଅନ୍ୟ ଜଣେ ଫେରାର
    • ଲୋକସେବା ଭବନରେ ଲାଗିଥିବା ନିଆଁ ଆୟତ୍ତ
    • ପ୍ରଦେଶ କଂଗ୍ରେସ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ
    • ମା’ ଆସୁଛନ୍ତି: ସର୍ବଧର୍ମ ସମନ୍ୱୟର ତୋରଣ
    • ‘ସମ୍ବାଦ ଭବନ’ରେ ସମ୍ପାଦକଙ୍କୁ ସ୍ବାଗତ
    • ରୋଗରେ ଅସ୍ତବ୍ୟସ୍ତ ଓଡ଼ିଶା: ଚିନ୍ତା ବଢ଼ାଇଲାଣି ସ୍କ୍ରବ୍ ଟାଇଫସ୍, ଡେଙ୍ଗୁ ଓ ଭାଇରାଲ୍ ଜ୍ବର
    • ୨୦୨୪ ସାଧାରଣ ନିର୍ବାଚନ କସରତ: ବଦଳିବ ବିଜେପିର ଟିକେଟ୍‌ ଫର୍ମୁଲା
    Tuesday, October 3
    Facebook X (Twitter) Instagram
    Facebook X (Twitter) Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ସବୁ କଲେଜ କ୍ୟାମ୍ପସ୍‌ରେ ହେବ ପାଚେରି
    ରାଜ୍ୟ

    ସବୁ କଲେଜ କ୍ୟାମ୍ପସ୍‌ରେ ହେବ ପାଚେରି

    NewsLaxmi7By NewsLaxmi7July 28, 2023Updated:July 28, 2023No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ଭୁବନେଶ୍ବର : ରାଜ୍ୟର ସମସ୍ତ କଲେଜ କ୍ୟାମ୍ପସରେ ପାଚେରି ବାଧ୍ୟତାମୂଳକ। ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ଏଦିଗରେ ପଦକ୍ଷେପ ନେବାକୁ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଅଧ୍ୟକ୍ଷତାରେ ଗତ ୮ ତାରିଖରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ନିଆଯାଇଛି। ବର୍ତ୍ତମାନ ସମୟରେ ଯେଉଁ ଅଞ୍ଚଳରେ ସରକାରୀ, ବେସରକାରୀ ଓ ଘରୋଇ କଲେଜ ନାହିଁ ସେଠାରେ କିଭଳି ଘରୋଇ କିମ୍ବା ସରକାରୀ ଡିଗ୍ରି କଲେଜ ଖୋଲିପାରିବ ସେଦିଗରେ ପଦକ୍ଷେପ ନିଆଯିବ।

    ରାଜ୍ୟରେ ଥିବା ଉଚ୍ଚ ଶିକ୍ଷାନୁଷ୍ଠାନର ବିକାଶ ସହ ନାକ୍‌ ଓ ଏନ୍‌ଆଇଆରଏଫ୍‌ ରାଙ୍କିଙ୍ଗ୍‌ରେ ଶିକ୍ଷାନୁଷ୍ଠାକୁଡ଼ିକ କିଭଳି ଭଲ ପ୍ରଦର୍ଶନ କରିବେ ସେ ଦିଗରେ ପଦକ୍ଷେପ ନେବାକୁ କୁହାଯାଇଛି। ଏକ ୫ ଜଣିଆ ଟିମ୍‌ ଗଠନ କରାଯାଇ ସରକାରୀ କଲେଜଗୁଡ଼ିକ କିଭଳି ନାକ୍‌ ମାନ୍ୟତା ପାଇବେ ସେନେଇ ଆସେସ୍‌ମେଣ୍ଟ ରିପୋର୍ଟ ପ୍ରସ୍ତୁତ କରାଯିବ। ଯଦି ଆବଶ୍ୟକ ହୁଏ ଆଉଟ୍‌ସୋସିଂ ‌ସଂସ୍ଥାକୁ ନିଯୁକ୍ତ କରାଯାଇପାରେ। ଗ୍ରାଣ୍ଟ-ଇନ୍‌-ଏଡ୍‌ କଲେଜଗୁଡ଼ିକୁ ବିଶ୍ବବିଦ୍ୟାଳୟରେ ପରିଣତ କରିବା, ବିଶ୍ବବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ନିର୍ଦ୍ଦେଶାବଳୀ ଅନୁଯାୟୀ ରୁରାଲ ବିଶ୍ବବିଦ୍ୟାଳୟ ପ୍ରତିଷ୍ଠା, ଉଚ୍ଚଶିକ୍ଷା ବିଭାଗ ବିରୋଧରେ କୋର୍ଟରେ ଥିବା ମାମଲାଗୁଡ଼ିକର ଫଇସଲା ପାଇଁ ୪ଜଣ ଅତିରିକ୍ତ ଆଡଭୋକେଟ୍‌ଙ୍କୁ ନିଯୁକ୍ତ କରିବା, କଲେଜଗୁଡ଼ିକୁ ଦିଆଯାଇଥିବା ଅନୁଦାନ ଯେପରି ଧାର୍ଯ୍ୟ ସମୟରେ ବିନିଯୋଗ ହୋଇପାରିବ ତାହା ଉପରେ ଗୁରୁତ୍ବ ଦେବାକୁ ବୈଠକରେ ନିଷ୍ପତ୍ତି ହୋଇଛି।

    Share. Facebook Twitter LinkedIn WhatsApp Email
    Previous Articleରାଇପାହାଡ଼ ସୀମା ବିବାଦ ପ୍ରସଙ୍ଗ: ସମାଧାନ ଚାହୁନି ଆନ୍ଧ୍ର
    Next Article କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ରାଜ୍ୟରେ ଏଭଳି ସ୍ଥିତି: କେନ୍ଦ୍ରୀୟ ବିଦ୍ୟାଳୟରେ ନାହାନ୍ତି ୬୦% ଶିକ୍ଷକ
    NewsLaxmi7
    • Website

    Related Posts

    ପୋଖରୀରୁ ଧରା ହେଲା ୧୪ ଫୁଟ୍‌ର କୁମ୍ଭୀର

    October 3, 2023

    କଲରାପତରିଆ ଛାଲ ଜବତ: ଜଣେ ଶିକାରୀ ଗିରଫ, ଅନ୍ୟ ଜଣେ ଫେରାର

    October 3, 2023

    ଲୋକସେବା ଭବନରେ ଲାଗିଥିବା ନିଆଁ ଆୟତ୍ତ

    October 3, 2023

    ପ୍ରଦେଶ କଂଗ୍ରେସ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ

    October 3, 2023
    • Facebook
    • Twitter
    • Instagram
    • YouTube
    Our Picks

    ସାଧୁ ବେଶରେ ୱାଣ୍ଟେଡ୍ କ୍ରିମିନାଲ୍: ୨୩ ବର୍ଷ ପରେ ଧରିଲା ପୁଲିସ

    July 3, 2023

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023
    Don't Miss
    ରାଜ୍ୟ

    ପୋଖରୀରୁ ଧରା ହେଲା ୧୪ ଫୁଟ୍‌ର କୁମ୍ଭୀର

    October 3, 2023

    ରାଜନଗର: ପୋଖରୀକୁ ପଶି ଆସି ଆତଙ୍କ ସୃଷ୍ଟି କରିଥିବା ୧୪ ଫୁଟର କୁମ୍ଭୀର ଶେଷରେ ଧରା ପଡିଛି। ଦୀର୍ଘ ୫…

    କଲରାପତରିଆ ଛାଲ ଜବତ: ଜଣେ ଶିକାରୀ ଗିରଫ, ଅନ୍ୟ ଜଣେ ଫେରାର

    October 3, 2023

    ଲୋକସେବା ଭବନରେ ଲାଗିଥିବା ନିଆଁ ଆୟତ୍ତ

    October 3, 2023

    ପ୍ରଦେଶ କଂଗ୍ରେସ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ

    October 3, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ତ୍ରିନିଦାଦ୍‌ରେ ଆୟର୍ଲାଣ୍ଡ୍‌ ଓ ଜିମ୍ବାୱେ ମଧ୍ୟରେ ‘ଅଣ୍ଡର୍‌-୧୯’ ବିଶ୍ବକପ୍‌ ମ୍ୟାଚ୍‌ ବେଳେ ଭୂମିକମ୍ପ ଅନୁଭୂତ

    January 30, 2022

    ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ୪ ସହରର ତାପମାତ୍ରା

    November 30, 2022

    ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ସୁମା ରିଅଲ୍ ମିଡିଆର ଦ୍ୱିତୀୟ ଅବଦାନ ‘ମନ ମୋ ନେଇଗଲୁରେ’ର ସ୍କ୍ରିପ୍ଟ ପୂଜା ଅନୁଷ୍ଠିତ

    December 14, 2020
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.