ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ସରାଙ୍ଗ ଆଇଜିଆଇଟି କଲେଜରେ ବିଟେକ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ

ଢେଙ୍କାନାଳ: ଢ଼େଙ୍କାନାଳ ଜିଲ୍ଲା ପରଜଙ୍ଗ ସରାଙ୍ଗସ୍ଥିତ ଇନ୍ଦିରା ଗାନ୍ଧୀ ବୈଷୟିକ ପ୍ରତିଷ୍ଠାନ (ଆଇଜିଆଇଟି) କ୍ୟାମ୍ପସରେ ବିଟେକ ଛାତ୍ରଛାତ୍ରୀମାନେ ଅନଲାଇନ ପରୀକ୍ଷା ରେଜଲ୍ଟକୁ ନେଇ ଆନ୍ଦୋଳନ କରିଛନ୍ତି।

କରୋନା କଟକଣା ଭିତରେ ବିଟେକ ଛାତ୍ରଛାତ୍ରୀମାନେ ଅନଲାଇନରେ ପରୀକ୍ଷା ଦେଇଥିଲେ । ତେବେ ସେମାନଙ୍କର ରେଜଲ୍ଟ ନୈରାଶ୍ୟ ଜନକ ହୋଇଥିବା ବେଳେ କିଛି ପିଲାଙ୍କ ରେଜଲ୍ଟ ପ୍ରକାଶିତ ହୋଇ ନଥିଲା । ଯାହାକୁ ନେଇ ଛାତ୍ରଛାତ୍ରୀମାନେ ପରୀକ୍ଷା ଦାୟିତ୍ବର ମୁଖ୍ୟ ଏମ.ଡି ଖାନଙ୍କୁ ଜଣାଇଥିଲେ । ମାତ୍ର ସେ କୌଣସି ସହଯୋଗ ନକରିବାରୁ ଛାତ୍ରଛାତ୍ରୀମାନେ ଆନ୍ଦୋଳନ କରିଛନ୍ତି । ଏ ନେଇ କଲେଜର କୌଣସି ବିଭାଗୀୟ ମୁଖ୍ୟ କିମ୍ବା ନିର୍ଦ୍ଦେଶକଙ୍କ ପ୍ରତିକ୍ରିୟା ମିଳି ପାରିନାହିଁ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ