ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ସରିଲା କୋଭିଡ ବୁଷ୍ଟର ଡୋଜ୍ ଟିକାକରଣ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ରାଜ୍ୟକୁ କେନ୍ଦ୍ରଠାରୁ ମିଳିଥିବା ୧ଲକ୍ଷ ପ୍ରିକସନ୍ ଡୋଜ୍ ଟିକା ଆଜି ଶେଷ ହୋଇଛି। ଆଉ ୧୪୦ ଡୋଜ୍ ବଳକା ଥିବା ବେଳେ ଲୋକଙ୍କୁ ପ୍ରିକସନ୍ ଡୋଜ୍ ଦିଆଯାଇଛି। କେନ୍ଦ୍ର ସରକାରଠାରୁ ଆଉ ପ୍ରିକସନ୍ ଡୋଜ୍ ନେଇ କୌଣସି ସୂଚନା ଆସି ନ ଥିବା ବେଳେ ରାଜ୍ୟ ସରକାର ମଧ୍ୟ ଟିକାର କମ୍ ଅବଧି ପାଇଁ ଆଣିବାକୁ ଇଚ୍ଛୁକ ନ ଥିବା ସୂଚନା ମିଳିଛି।

କୋଭିଡ ସଂକ୍ରମଣ ବୃଦ୍ଧି ପାଉଥିବା ଗତମାସରେ ରାଜ୍ୟ ସରକାର ପ୍ରିକସନ୍ ଡୋଜ୍ ଯୋଗାଇ‌ ଦେବାକୁ କେନ୍ଦ୍ରକୁ ଅନୁରୋଧ କରିଥିଲେ। କେନ୍ଦ୍ର ସରକାରଙ୍କ ପକ୍ଷରୁ ୧ଲକ୍ଷ ଡୋଜ୍ କୋଭିସିଲ୍‌ଡ ଯୋଗାଇ ଦିଆଯାଇଥିଲା। ମାତ୍ର ରାଜ୍ୟରେ ମଧ୍ୟ ପ୍ରିକସନ୍ ଡୋଜ୍ ଟିକା ନେବା ପାଇଁ ସେତେଟା ଆଗ୍ରହ ଦେଖାଉ ନ ଥିବା ଦେଖିବାକୁ ମିଳିଥିଲା। ଏହାସହ ରାଜ୍ୟକୁ ମିଳିଥିବା ଟିକାର ଅବଧି ଯଥେଷ୍ଟ କମ୍ ରହିଥିଲା। ତେଣୁ ଯଥାଶୀଘ୍ର ଟିକାକୁ ଶେଷ କରିବା ଲାଗି ରାଜ୍ୟ ସରକାର ଉଦ୍ୟମ କରିଥିଲେ। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଅଧିକାରୀଙ୍କ ସୂଚନା ଅନୁଯାୟୀ, ମିଳିଥିବା ୧ଲକ୍ଷ ଟିକା ଶେଷ ହୋଇଛି। ଲୋକଙ୍କ ମଧ୍ୟ ପ୍ରିକସନ୍ ଡୋଜ୍ ପାଇଁ ଆଗ୍ରହ ନାହିଁ। କେନ୍ଦ୍ରରୁ ଆସୁଥିବା ଟିକାର କମ୍ ଅବଧି ରହୁଛି, ତେଣୁ ଆଉ ଟିକା ପାଇଁ କେନ୍ଦ୍ରକୁ ଅନୁରୋଧ କରାଯିବ ନାହିଁ ବୋଲି ଅଧିକାରୀ ଜଣକ ସୂଚନା ଦେଇଛନ୍ତି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ