Subscribe to Updates

    Get the latest creative news from FooBar about art, design and business.

    What's Hot

    ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍

    May 26, 2023

    ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌

    May 26, 2023

    ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ

    May 26, 2023
    Facebook Twitter Instagram
    Trending
    • ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍
    • ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌
    • ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ
    • ଦାସିଆ ଅଜା ସଂଗ୍ରହାଳୟ ଦେଖି ଭାବବିହ୍ବଳ
    • ଶ୍ରୀମନ୍ଦିର କାର୍ଯ୍ୟାଳୟରେ ୨୩ଜଣଙ୍କୁ ସ୍ଥାୟୀ ନିଯୁକ୍ତି: ଶିକ୍ଷାଗତ ପ୍ରମାଣପତ୍ର ଯାଞ୍ଚ ପାଇଁ ବୋର୍ଡକୁ ଚିଠି
    • ଶିକାରୀଙ୍କ ପଞ୍ଝାରେ ବନ୍ୟଜନ୍ତୁ, ଓଡ଼ିଶା ଜଙ୍ଗଲରୁ ଶେଷ କରିଦେବେ ବାଘ
    • ଅର୍ଥାଭାବରୁ ଅସହାୟ ବାପା: ଲୁହା ଶିକୁଳିରେ ବନ୍ଦୀ ଦିବ୍ୟାଙ୍ଗ ପୁଅ
    • ମହିଳାଙ୍କୁ ନେଇ ଚାଲିଛି ବ୍ରାଉନ୍‌ସୁଗାର କାରବାର
    Sunday, May 28
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ଦେଶ ବିଦେଶ»ସାମୁଦ୍ରିକ ବାତ୍ୟା ‘ମୋକା’ରେ ପରିଣତ ହେଲା ଗଭୀର ଅବପାତ
    ଦେଶ ବିଦେଶ

    ସାମୁଦ୍ରିକ ବାତ୍ୟା ‘ମୋକା’ରେ ପରିଣତ ହେଲା ଗଭୀର ଅବପାତ

    NewsLaxmi7By NewsLaxmi7May 11, 2023Updated:May 11, 2023No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ନୂଆଦିଲ୍ଲୀ: ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ସୃଷ୍ଟ ଗଭୀର ଅବପାତ ଗତ ୬ ଘଣ୍ଟା ଧରି ଘଣ୍ଟାପ୍ରତି ୮ କିଲୋମିଟର୍‌ ବେଗରେ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତିଶୀଳ ହୋଇ ସାମୁଦ୍ରିକ ବାତ୍ୟା ‘ମୋକା’ ପାଲଟିବା ପରେ ଭୋର୍‌ ୫.୩୦ରେ ସେହି ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇଥିବା କଥା ଭାରତୀୟ ପାଣିପାଗ ବିଭାଗ କହିଛି।

    କେନ୍ଦ୍ରୀଭୂତ ସାମୁଦ୍ରିକ ବାତ୍ୟା ‘ମୋକା’ର ସଠିକ ସାମ୍ପ୍ରତିକ ଅବସ୍ଥିତି ହେଉଛି ପୋର୍ଟ ବ୍ଲେୟାର୍‌ର ପଶ୍ଚିମ-ଦକ୍ଷିଣପଶ୍ଚିମରୁ ପ୍ରାୟ ୫୧୦ କିଲୋମିଟର୍, କକ୍ସ୍‌ ବଜାରର (ବାଂଲାଦେଶ) ଦକ୍ଷିଣ-ଦକ୍ଷିଣପଶ୍ଚିମରୁ ୧୨୧୦ କିଲୋମିଟର୍‌ ଏବଂ ସିତ୍ତ୍ବେର (ମିଆଁମାର୍‌) ଦକ୍ଷିଣ-ଦକ୍ଷିଣପଶ୍ଚିମରୁ ୧୧୨୦ କିଲୋମିଟର୍‌ ଦୂର ବଙ୍ଗୋପସାଗରର ଜଳରାଶି ଉପରେ।

    Image Courtesy of ABP

    ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତିକରି କ୍ରମଶଃ ଆହୁରି ତୀବ୍ରତର ହୋଇ ଆଜି ମଧ୍ୟରାତ୍ର ସୁଦ୍ଧା ଭୀଷଣ ସାମୁଦ୍ରିକ ବାତ୍ୟା ପାଲଟିବାର ଯଥେଷ୍ଟ ସମ୍ଭାବନା ରହିଛି। ତା’ପରେ ଏହି ସାମୁଦ୍ରିକ ବାତ୍ୟା ଧୀରେ ଧୀରେ ମୋଡ଼ ପରିବର୍ତ୍ତନ କରି ୧୨ ତାରିଖ ସକାଳୁ ଉତ୍ତର-ଉତ୍ତରପଶ୍ଚିମ ଦିଗଆଡ଼କୁ ଗତିଶୀଳ ହୋଇ ସନ୍ଧ୍ୟା ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅତି ଭୀଷଣ ସାମୁଦ୍ରିକ ବାତ୍ୟାରେ ପରିଣତ ହେବ। ୧୩ ତାରିଖ ସନ୍ଧ୍ୟା ବ‌େଳକୁ ଏହି ବାତ୍ୟା ତୀବ୍ରତାର ଚରମ ସୀମାରେ ପହଞ୍ଚିବ ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି।

    ୧୪ ତାରିଖ ସକାଳ ବେଳକୁ ଏହି ସାମୁଦ୍ରିକ ବାତ୍ୟା ସାମାନ୍ୟ ଦୁର୍ବଳ ହୋଇ ପୂର୍ବାହ୍ନ ବେଳକୁ ଘଣ୍ଟାପ୍ରତି ୧୪୫ କିଲୋମିଟର୍‌ ପବନ ଦଲକା ସହିତ ଘଣ୍ଟାପ୍ରତି ୧୨୦ରୁ ୧୩୦ କିଲୋମିଟର୍‌ ବେଗରେ କକ୍ସ ବଜାର (ବାଂଲାଦେଶ) ଏବଂ କ୍ୟାୟୁକ୍‌ପ୍ୟୁ (ମିଆଁମାର୍‌) ଦେଇ ଦକ୍ଷିଣପୂର୍ବ ବାଂଲାଦେଶ ଓ ଉତ୍ତର ମିଆଁମାର୍‌ ଉପକୂଳ ଅତିକ୍ରମ କରିବ।

    Share. Facebook Twitter LinkedIn WhatsApp Email
    Previous Articleଜଣା ପଡ଼ିଲା ସ୍ବର୍ଣ୍ଣମନ୍ଦିର ନିକଟ ବିସ୍ଫୋରଣ ରହସ୍ୟ; ୫ ଗିରଫ
    Next Article ସ୍ବର୍ଣ୍ଣ ମନ୍ଦିର ନିକଟରେ ପ୍ରଚଣ୍ଡ ବିସ୍ଫୋରଣ ଶବ୍ଦ; ସନ୍ଦିଗ୍ଧ ଅଟକ
    NewsLaxmi7
    • Website

    Related Posts

    ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍

    May 26, 2023

    ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌

    May 26, 2023

    ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ

    May 26, 2023

    ଦାସିଆ ଅଜା ସଂଗ୍ରହାଳୟ ଦେଖି ଭାବବିହ୍ବଳ

    May 26, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ରାଜ୍ୟ

    ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍

    May 26, 2023

    ଝାରସୁଗୁଡ଼ା: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଆଜି ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ। ଏଥିଲାଗି କ୍ରାଇମବ୍ରାଞ୍ଚ ଟିମ୍…

    ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌

    May 26, 2023

    ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ

    May 26, 2023

    ଦାସିଆ ଅଜା ସଂଗ୍ରହାଳୟ ଦେଖି ଭାବବିହ୍ବଳ

    May 26, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    କଲେଜ୍ ପାଣ୍ଠି ହଡ଼ପ ମାମଲା: ଜୁଆରେ ୬୫ ଲକ୍ଷ, ଭ୍ରମଣରେ ୪ ଲକ୍ଷ

    May 4, 2022

    ଆଜି ଓଡ଼ିଶାରେ ପହଞ୍ଚିବ ୯୦ ହଜାର ଡୋଜ୍ କୋଭିସିଲ୍ଡ ଟିକା

    April 28, 2021

    ଅସୁରକ୍ଷିତ ମହିଳା: ବଲିଉଡ୍ ଅଭିନେତ୍ରୀ ତଥା ନେତ୍ରୀ ଜୟାପ୍ରଦା ବି ବାଦ୍‌ ପଡ଼ିନଥିଲେ

    March 30, 2023
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.