ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ସାମ୍ଭାବ୍ୟ ତୃତୀୟ ଲହର ପାଇଁ ପ୍ରସ୍ତୁତ କରୁଛୁ ଭିତ୍ତିଭୂମି, ଦରକାରୀ ଔଷଧ ଓ ସରଞ୍ଜାମ ରଖୁଛୁ ମହଜୁଦ : DMET

ଭୁବନେଶ୍ବର ୨୬।୮: କରୋନାର ସାମ୍ଭାବ୍ୟ ତୃତୀୟ ଲହର ପାଇଁ ଭିତ୍ତିଭୂମି ପ୍ରସ୍ତୁତ କରୁଛୁ ବୋଲି କହିଛନ୍ତି ଡିଏମଇଟି ସିବିକେ ମହାନ୍ତି । ସେ କହିଛନ୍ତି ଯାହା ଔଷଧ ଓ ସରଞ୍ଜାମ କ୍ରୟ କରି ମହଜୁଦ ରଖୁଛୁ। ଅନ୍ୟମାନଙ୍କ ତାଲିମ ଦେଇ ମାନବସମ୍ବଳ ବୃଦ୍ଧି କରୁଛୁ । ବିଭିନ୍ନ ସମୟରେ ବିଭିନ୍ନ ଆକଳନ ଆସୁଛି । କିନ୍ତୁ ଜୁନ୍ ଶେଷ ସପ୍ତାହରେ ଆକଳନ ଅନୁସାରେ ପ୍ରସ୍ତୁତ କରାଯାଉଛି । ଟାସ୍କଫୋର୍ସ ଅନୁଧ୍ୟାନ କରି ଗାଇଡାନ୍ସ ଦେବେ। ସେହି ଅନୁସାରେ ପଦକ୍ଷେପ ନିଆଯିବ। ସବୁ ହସ୍ପିଟାଲରେ ପିଲାଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି ବୋଲି ଡିଏମଇଟି କହିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ