ରାଜ୍ୟ

ସୁଭଦ୍ରା ଯୋଜନା ଶୁଭାରମ୍ଭ କରିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ବର: ସୁଭଦ୍ରା ଯୋଜନା ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବଟନ ଟିପି ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ। ଏହାଫଳରେ ହିତାଧିକାରୀ ମହିଳାମାନଙ୍କ ଆକାଉଣ୍ଟକୁ ସିଧାସଳଖ ୫ ହଜାର ଟଙ୍କାର ପ୍ରଥମ କିସ୍ତି ଯାଇଛି।

ଏହି ଉତ୍ସବରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେ.ଭି ସିଂଦେଓ ଉପସ୍ଥିତ ଅଛନ୍ତି। ଏହାଛଡ଼ା କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜୁଏଲ୍ ଓରାମ  ବି ମଞ୍ଚାସୀନ ଅଛନ୍ତି। ଏହି ଉତ୍ସବରେ ବିଭିନ୍ନ ଜିଲ୍ଲାର ହିତରାଧିକାରୀମାନଙ୍କୁ ମଞ୍ଚକୁ ଆମନ୍ତ୍ରିତ କରାଯାଇଥିଲା।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।