ରାଶିଫଳ

ସେପ୍ଟେମ୍ବର ୦୪ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

ମେଷ–ସାଧାରଣ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ମନ ପ୍ରସନ୍ନରହିବ । ସାହସୀ ଓ ଆସ୍ତିକ ହେବେ । ଥଣ୍ଡା-କଫ ଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି । ସାନଭାଇଙ୍କ ଠାରୁ ଭକ୍ତି ମିଳିବ । ଶୁଭରଙ୍ଗ କଫି । ଶୁଭ ଅଙ୍କ ୩ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ-ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୁଖଭାରା ଦିନଟି ।

ବୃଷ–ନିଜେ କରିଥିବା କାର୍ଯ୍ୟର ସମୀକ୍ଷା କରିପାରନ୍ତି । ଯୁଗ୍ମ ବ୍ୟବସାୟରୁ ସାମାନ୍ୟ ଲାଭ ମିଳିବ। ସ୍ୱାଭିମାନୀ , ସୁଭାଷୀ ଓ ସୁବିଦ୍ୟାଯୁକ୍ତ ହେବେ । ଅଷ୍ଟମ ଚନ୍ଦ୍ରଭୋଗ ହେତୁ ସତର୍କତାର ସହ ଚଳିବାକୁ ପଡିବ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୬ ।
• ଚାଷୀ-ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁଉତ୍ତମ ।
• ବ୍ୟବସାୟୀ-ନୂଆ ଡିଲ୍‌ ମିଳିବ ।

ମିଥୁନ – ବନ୍ଧୁମିଳନରେ ବିଶେଷ ଉପକୃତ ହେବେ । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ସେବା ମନୋଭାବାପନ୍ନ ହୋଇପାରନ୍ତି । ସାମୟିକ ଭାବେ ମନରେ ଅହଂଭାବ ଜାଗ୍ରତ ହୋଇପାରେ । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
• ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ଆବଶ୍ୟକ ।
• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• କର୍ମଜୀବି-କାର୍ଯ୍ୟତତ୍ପର ରହିବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତିହେବ ।
• ଗୃହିଣୀ-କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ–ମନରେ ଉଦ୍‌ବେଗ ଜାତ ହୋଇପାରେ । ଭ୍ରାତୃଭାବ ଅତୁଟରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ବଳିଷ୍ଠ ଓ ଶତ୍ରୁ ଜୟୀ ହେବେ । ମାନସିକ ଦୁଶ୍ଚିନ୍ତା ଦୂରହେବ ଓ ଶାନ୍ତିମିଳିବ । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୩ ।
• ଚାଷୀ-ଚାଷରେ ଉନ୍ନତି ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

ସିଂହ –ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିିଳିବ । ଚଞ୍ଚଳମନା ହୋଇପାରନ୍ତି ।କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ପ୍ରଚୁର ଧନଲାଭ ହେବ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୮ ।
• ଚାଷୀ-କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା– ଆୟ ଆଶାନୁରୂପ ହେବ । ଉତ୍ତମ ଭୋଜନ ମିଳିବ । ବ୍ୟବସାୟ ପାଇଁ ଉଦ୍ୟମ ଚଳାଇବେ । ଐଶ୍ୱର୍ଯ୍ୟ ଯୁକ୍ତ ଓ ମାଲିଲୋକଦ୍ଦମାରେ ବିଜୟୀ ହେବେ । ଧନ ଲାଭହେବ, ବିଦ୍ୱାନ୍‌ ଓ ଶାସ୍ତ୍ରଜ୍ଞ ହୋଇପାରନ୍ତି । ଶୁଭରଙ୍ଗ ପିଚ୍‌ । ଶୁଭ ଅଙ୍କ ୧ ।
• ଚାଷୀ-ଚାଷକାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
• କର୍ମଜୀବି-ଅର୍ଥ ମିଳିବ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ତୁଳା–ଚଞ୍ଚଳମନା ହେବେ । ମାତ୍ର ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ଅଧିକାଂଶ ସମୟ ଏକାନ୍ତରେ ରହିପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜି ପାରେ । ସାହସୀ ଓ ଜ୍ଞାନୀ ହେବେ । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୮ ।
• ଚାଷୀ- କାର୍ଯ୍ୟ ମନ୍ଥର ହେବ ।
• ରୋଗୀ-ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ଗ୍ରୀନ୍‌ ରଙ୍ଗର ଆସନରେ ବସି ପଢନ୍ତୁ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ସୁଖୀ ହେବେ ।

ବିଛା–ଧର୍ମାତ୍ମା ଓ ଭାଗ୍ୟଶାଳୀ ହେବେ । ଭୋଗ ବିଳାସରେ ଦିନ ବିତାଇ ପାରନ୍ତି ।ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ପ୍ରବାସପ୍ରିୟ ହୋଇପାରନ୍ତି । ବିଦ୍ୱାନ୍‌ ବ୍ୟକ୍ତି ଭାବେ ନିଜର ପରିଚୟ ସୃଷ୍ଟି କରିବେ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୨ ।
• ଚାଷୀ- ଶ୍ରମସାର୍ଥକ ହେବ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ-ଧାର୍ମିକ ହେବେ ।

ଧନୁ –କାର୍ଯ୍ୟରେ ସଫଳତା ଲାଭ କରିବେ । ଯଶସ୍ୱୀ ଓ ବଂଶମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହେବେ । ଦୟାଳୁ ସ୍ୱଭାବ ରହେବେ । ବ୍ୟବସାୟ ଲାଭଜନକ ହେବ । ପାରିବାରିକ ସୁଖ ଅବ୍ୟାହତ ରହିବ । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
• ଗୃହିଣୀ-ଧର୍ମକାର୍ଯ୍ୟରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ଅଳସୁଆ ପ୍ରବୃତ୍ତି ହେବେ ।
• ରୋଗୀ- ୟୋଗା କରନ୍ତୁ ।
• ଚାଷୀ- କ୍ଳାନ୍ତି ଅନୁଭବ କରିବେ ।

ମକର–ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ମନ ଚଳ-ଚଞ୍ଚଳ ରହିବ । ସରକାରୀ ଅଥବା କାର୍ଯ୍ୟ କରୁଥିବା ବିଭାଗୀୟ ସ୍ତରରେ ସମ୍ମାନିତ ହେବେ । ଶୁଭରଙ୍ଗ ଗ୍ରିନ୍‌ । ଶୁଭ ଅଙ୍କ ୪ ।
• ଚାଷୀ- କାର୍ଯ୍ୟମନ୍ଥ ରହେବ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।

କୁମ୍ଭ -ମିତ୍ର ସୁଖଲାଭ ଓ ଲୋକପ୍ରିୟତା ଅର୍ଜନ କରିପାରନ୍ତି । ପରମ ସୌଭାଗ୍ୟଶାଳୀ ହେବେ । ଦାମ୍ପତ୍ୟସୁଖମିଳିବ । ବିଭିନ୍ନ ଦିଗରୁ ଧନାଗମ ହେବ ।ଶୁଭରଙ୍ଗଗ୍ରୀନ୍‌ ।ଶୁଭ ଅଙ୍କ ୫ ।
• ଚାଷୀ- ଶ୍ରମସାର୍ଥକ ହେବ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି-କାର୍ଯ୍ୟତତ୍ପର ରହିବେ ।
• ବ୍ୟବସାୟୀ- ଧର୍ଯ୍ୟହାରା ହୋଇପାରନ୍ତି ।
• ଗୃହିଣୀ- ମିତ୍ରସୁଖ ପାଇବେ ।

ମୀନ – ଚୌରଭୟ ଥିବାରୁ ସତର୍କତା ଏକାନ୍ତ ଜରୁରୀ । ଉଦାର ସ୍ୱଭାବର ହେବେ ।କୃଷୀ କର୍ମକାରୀ ଓ ଦାନଶୀଳ ହୋଇପାରନ୍ତି । ବୁଦ୍ଧିମାନ୍‌ ଓ ବ୍ୟକ୍ତିତ୍ୱ ବିକଶିତ ହେବ ।ଶୁଭରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୬ ।
• ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ- ଆର‌୍ୟୁରବେଦୀ ଚିକିତ୍ସାଲାଭ ଦେବ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି-କର୍ମକ୍ଷେତ୍ରରେ ଉନ୍ନତି ମିଳିବ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।

NewsLaxmi7

About Author

You may also like

ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

ମେଷ: ସଫଳତା ହାସଲ କରିବା ଲାଗି ତତ୍ପର ରହିବେ। ଆପଣଙ୍କ ଯାତ୍ରା ଲାଭଦାୟକ ସାବ୍ୟସ୍ତ ହେବ। ଗବେଷଣାରୁ ନୂଆ ତଥ୍ୟ ପାଇବେ। ବୃଷ: ମନ୍ଦିରକୁ ଠାକୁର ଦର୍ଶନ
ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

ମେଷ: ସଫଳତା ହାସଲ କରିବା ଲାଗି ତତ୍ପର ରହିବେ। ଆପଣଙ୍କ ଯାତ୍ରା ଲାଭଦାୟକ ସାବ୍ୟସ୍ତ ହେବ। ଗବେଷଣାରୁ ନୂଆ ତଥ୍ୟ ପାଇବେ। ବୃଷ: ମନ୍ଦିରକୁ ଠାକୁର ଦର୍ଶନ