ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ପେଶାଲ ରିପୋର୍ଟ

ସୋମବାରଠୁ ଖୋଲିବ ପ୍ରଥମରୁ ସପ୍ତମ ଶ୍ରେଣୀ, ଦଶମ-ଦ୍ୱାଦଶ ପରୀକ୍ଷା ନେଇ ସମୀକ୍ଷା ଚାଲିଛି

ଭୁବନେଶ୍ୱର ୨୭।୦୨ : କରୋନା କେସ୍‌ କମିଛି । ସ୍କୁଲ ଖୋଲିବା ନେଇ ୨୫ ତାରିଖରେ ବିଭାଗର ସମୀକ୍ଷା ବୈଠକ ବସିଥିଲେ । ସେଥିରେ ସ୍କୁଲ ଖୋଲିବା ଉପରେ ଆଲୋଚନା ହୋଇଛି । ସୋମବାର ଠାରୁ ପ୍ରଥମରୁ ସପ୍ତମ ଶ୍ରେଣୀ କ୍ଲାସ ଖୋଲିବ । ସପ୍ତାହ ସାରା କେବଳ ଆକ୍ଟିଭ କରାଯିବ, ପାଠ ପଢ଼ାଯିବ ନାହିଁ ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ପିଲାମାନେ ଦୁଇ ବର୍ଷ ହେବ ସ୍କୁଲରେ ପାଠ ପଢି ନାହାଁନ୍ତି । ଏଥିପାଇଁ ସ୍ୱତନ୍ତ୍ର ପୁସ୍ତିକା ପ୍ରକାଶ କରାଯାଇ ପିଲାଙ୍କ କୋର୍ସରେ ମିଶ୍ରଣ କରାଯିବ। ଯାହାଫଳରେ ପିଲାମାନେ ପଛେଇ ଯିବେ ନାହିଁ । ଦଶମ ଦ୍ୱାଦଶ ପରୀକ୍ଷା ନେଇ ସମୀକ୍ଷା କରାଯାଇଛି। ମାଧ୍ୟମିକ ଶିକ୍ଷା ପରିଷଦ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବିଭିନ୍ନ ଷ୍ଟେଟ ହୋଲ୍‌ଡରଙ୍କ ସହ ଆଲୋଚନା ଜାରି ରଖିଛନ୍ତି । ଦୁଇ ବୋର୍ଡ଼ ରିପୋର୍ଟ ଆଧାରରେ ପରୀକ୍ଷା ନିଷ୍ପତ୍ତି ନିଆଯିବ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି