ଦେଶ ବିଦେଶ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ସ୍କୁଲ ଖୋଲୁ ଖୋଲୁ କରୋନା ପଜିଟିଭ୍ ହେଲେ ଛାତ୍ରୀ, କଣ୍ଟେନମେଣ୍ଟ ଘୋଷଣା କଲା ପ୍ରଶାସନ

ଫୁଲବାଣୀ ୧୦।୮: ସ୍କୁଲ ଖୋଲୁ ଖୋଲୁ ବାହାରିଲା କରୋନା ପଜିଟିଭ । ଫଳରେ ହାଇସ୍କୁଲକୁ ସାନିଟାଇଜ କରିବା ସହିତ କଣ୍ଟେନମେଣ୍ଟ ଘୋଷଣା କରିଛି ପ୍ରଶାସନ । ଏଭଳି ଘଟଣା ମଙ୍ଗଳବାର ଦାରିଙ୍ଗବାଡି ଅଞ୍ଚଳରୁ ସାମ୍ନାକୁ ଆସିଛି ।

ସୂଚନାଯୋଗ୍ୟ ଯେ, ଦାରିଙ୍ଗବାଡି ଆଶ୍ରମ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ରୀ ପଜିଟିଭ ଚିହ୍ନଟ ହୋଇଛନ୍ତି । ଫଳରେ ସ୍କୁଲର ସମସ୍ତଙ୍କୁ ଆଇସୋଲେସରେ ରଖାଯାଇଛି । ହେଲେ ସମସ୍ତଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ନଜର ରଖାଯାଇଛି । ସମସ୍ତ ପିଲା ସୁସ୍ଥ ଥିବା କଥା ହାଇସ୍କୁଲର ପ୍ରଧାନ ଶିକ୍ଷକ ମୁକେଶ ଡ଼ୁଗଲ ସୂଚନା ଦେଇଛନ୍ତି । ଏହାକୁ ନେଇ ଏବେ ଛାତ୍ରୀ ଓ ଅଭିଭାବକଙ୍କ ମଧ୍ୟରେ ଚିନ୍ତାର କାରଣ ହୋଇଛି । ଆସନ୍ତା ୧୫ ତାରିଖ ଯାଏଁ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି