ଦେଶ ବିଦେଶ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ସ୍କୁଲ ବନ୍ଦକୁ ନେଇ ପ୍ରତିବାଦ : ଜିଲ୍ଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ

ବରଗଡ ୯।୧୧: ରାଜ୍ୟ ସରକାରଙ୍କ ସ୍କୁଲ ବନ୍ଦ ନିଷ୍ପତ୍ତିକୁ ଜୋରଦାର ବିରୋଧ । ବରଗଡ ଜିଲ୍ଲାର ୧୨ଟି ବ୍ଲକରେ ସ୍କୁଲ ବନ୍ଦକୁ ନେଇ ବରଗଡ ଜିଲ୍ଲାପାଳଙ୍କ ଅଫିସ ଆଗରେ ପ୍ରତିବାଦ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକ ପତ୍ର ମଧ୍ୟ ପ୍ରଦାନ କରାଯାଇଛି । ବରଗଡ ଜିଲ୍ଲା ସ୍କୁଲ ବଞ୍ଚାଓ ଅଭିଯାନ । ସଂଯୋଜକ ଭବାନୀ ସାହୁ ସୂଚନା ଦେଇଛନ୍ତି । ଜିଲ୍ଲାରେ ୨୭୩ଟି ସ୍କୁଲ ବନ୍ଦ ପାଇଁ ପ୍ରଥମେ ତାଲିକା ବାହାରି ଥିଲା ଯାହାକୁ ନେଇ ୧୨ଟି ବ୍ଲକରୁ ଶହ ଶହ ଅଭିଭାବକ ତଥା ସଚେତନ ନାଗରିକ ଏହି ବିକ୍ଷୋଭରେ ସାମିଲ ହୋଇଛନ୍ତି ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି