Subscribe to Updates

    Get the latest creative news from FooBar about art, design and business.

    What's Hot

    ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ

    October 3, 2023

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023

    ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ

    October 3, 2023
    Facebook X (Twitter) Instagram
    Trending
    • ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ
    • ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା
    • ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ
    • ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ
    • ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ
    • ବଢ଼ୁଛି ଲାଲ କେଶର ଅଣ୍ଡା ଚାହିଦା: ୧୦ଲକ୍ଷ ଦରକାର, ଅଢ଼େଇ ଲକ୍ଷ ମିଳୁଛି
    • ପୋଖରୀରୁ ଧରା ହେଲା ୧୪ ଫୁଟ୍‌ର କୁମ୍ଭୀର
    • କଲରାପତରିଆ ଛାଲ ଜବତ: ଜଣେ ଶିକାରୀ ଗିରଫ, ଅନ୍ୟ ଜଣେ ଫେରାର
    Tuesday, October 3
    Facebook X (Twitter) Instagram
    Facebook X (Twitter) Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ଅପରାଧ»ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ୱାମୀ: ଅଭିଯୁକ୍ତ ଥାନାରେ ଅଟକ
    ଅପରାଧ

    ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ୱାମୀ: ଅଭିଯୁକ୍ତ ଥାନାରେ ଅଟକ

    NewsLaxmi7By NewsLaxmi7July 18, 2023No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ଜଳେଶ୍ବର: ପାରିବାରିକ କଳହର କରୁଣ ପରିଣତି। ହତ୍ୟା କରି ଶୋଇ ପଡ଼ିଲା ଅଭିଯୁକ୍ତ ସ୍ୱାମୀ, ଶବ ଜଗିଛି ପୁଲିସ। ସ୍ଵାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ୍ୟୁ। ଜଳେଶ୍ୱର ଥାନା ଅନ୍ତର୍ଗତ ଚାଲନ୍ତି ଗ୍ରାମରେ ଘଟିଛି ଏପରି ଅଭାବନୀୟ ଘଟଣା। ମୃତକ ହେଉଛନ୍ତି ଲିଲି ଦଣ୍ଡପାଟ। ଅଭିଯୁକ୍ତ ସ୍ୱାମୀ ଅର୍ଜୁନ ଦଣ୍ଡପାଟକୁ ଅଟକ ରଖି ତଦନ୍ତ କରୁଛି ଜଳେଶ୍ୱର ପୁଲିସ।

    ସୂଚନା ମୁତାବକ ଜଳେଶ୍ୱର ଥାନା ଅନ୍ତର୍ଗତ ପଶ୍ଚିମବାଡ଼ ପଞ୍ଚାୟତର ଦେବକୁମାର ଗ୍ରାମର ସୁଜୟ ଦଣ୍ଡପାଟଙ୍କ ଝିଅକୁ ଲିଲିଙ୍କୁ ଗତ ୧୦ବର୍ଷ ତଳେ ଚାଲନ୍ତି ଗ୍ରାମର ଅର୍ଜୁନ ଦଣ୍ଡପାଟ ବିବାହ କରିଥିଲେ। ବିବାହ ପରଠାରୁ ଲିଲିଙ୍କୁ ସ୍ଵାମୀ ଓ ଶାଶୁ ଘର ଲୋକେ ଯୌତୁକ ଜନିତ ନିର୍ଯାତନା ଦେଇ ଆସୁଥିଲେ। ତେବେ ଗତକାଲି ବିଳମ୍ବିତ ରାତିରେ ପରିବାର ଲୋକଙ୍କ ଉପସ୍ଥିତିରେ ସ୍ୱାମୀ ଅର୍ଜୁନ ସ୍ତ୍ରୀ ଲିଲିଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛି। ହତ୍ୟା ସମୟର ଦୃଶ୍ୟ ବଖାଣୁଛି ୧୦ବର୍ଷର ଝିଅ। ଲିଲିଙ୍କ ବାପା ସୁଜୟ ଦଣ୍ଡପାଟ ପୁଲିସ ନିକଟରେ ମଧ୍ୟ ବୟାନ ଦେଇଛନ୍ତି।

    Share. Facebook Twitter LinkedIn WhatsApp Email
    Previous Articleଚର୍ଚ୍ଚାରେ ଜେଜେମା ହାଣ୍ଡିଶାଳ, ପାରମ୍ପରିକ ରୋଷେଇର ଚାଟଶାଳୀ
    Next Article ସୁନ୍ଦରଗଡ଼ ଆଉ ଏକ ନଗଡ଼ା! ୫,୬୩୩ ଶିଶୁ ଅପପୁଷ୍ଟିର ଶିକାର
    NewsLaxmi7
    • Website

    Related Posts

    ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ

    October 3, 2023

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023

    ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ

    October 3, 2023

    ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ

    October 3, 2023
    • Facebook
    • Twitter
    • Instagram
    • YouTube
    Our Picks

    ସାଧୁ ବେଶରେ ୱାଣ୍ଟେଡ୍ କ୍ରିମିନାଲ୍: ୨୩ ବର୍ଷ ପରେ ଧରିଲା ପୁଲିସ

    July 3, 2023

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023
    Don't Miss
    ରାଜ୍ୟ

    ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ

    October 3, 2023

    ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ବ୍ଲକ୍ ଅନ୍ତର୍ଗତ ଜରଙ୍ଗଲୋଇ ଗାଁରେ ଅଭାବନୀୟ ଘଟଣା ଘଟିଛି। ଲଗାଣ ବର୍ଷାରେ ଭୁଶୁଡ଼ିଲା ମାଟିଘର।…

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023

    ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ

    October 3, 2023

    ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ

    October 3, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ସମୁଦ୍ରରେ ପହଞ୍ଚିବନି ମହାନଦୀ ପାଣି, କ୍ଷେତ ପାଇଁ ସ୍ବପ୍ନ!

    May 8, 2023

    ତାମିଲନାଡୁ ଦ୍ବାଦଶ ଶ୍ରେଣୀ ପରୀକ୍ଷାରେ ଶ୍ରମିକଙ୍କ ଝିଅର ସଫଳତା, ୬୦୦ରୁ ୬୦୦ ନମ୍ବର ରଖିଲେ

    May 9, 2023

    ଏ ବର୍ଷ ବି କଲବଲ କରିବ ଡେଙ୍ଗୁ!

    June 23, 2023
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.