Subscribe to Updates

    Get the latest creative news from FooBar about art, design and business.

    What's Hot

    ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍

    May 26, 2023

    ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌

    May 26, 2023

    ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ

    May 26, 2023
    Facebook Twitter Instagram
    Trending
    • ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍
    • ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌
    • ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ
    • ଦାସିଆ ଅଜା ସଂଗ୍ରହାଳୟ ଦେଖି ଭାବବିହ୍ବଳ
    • ଶ୍ରୀମନ୍ଦିର କାର୍ଯ୍ୟାଳୟରେ ୨୩ଜଣଙ୍କୁ ସ୍ଥାୟୀ ନିଯୁକ୍ତି: ଶିକ୍ଷାଗତ ପ୍ରମାଣପତ୍ର ଯାଞ୍ଚ ପାଇଁ ବୋର୍ଡକୁ ଚିଠି
    • ଶିକାରୀଙ୍କ ପଞ୍ଝାରେ ବନ୍ୟଜନ୍ତୁ, ଓଡ଼ିଶା ଜଙ୍ଗଲରୁ ଶେଷ କରିଦେବେ ବାଘ
    • ଅର୍ଥାଭାବରୁ ଅସହାୟ ବାପା: ଲୁହା ଶିକୁଳିରେ ବନ୍ଦୀ ଦିବ୍ୟାଙ୍ଗ ପୁଅ
    • ମହିଳାଙ୍କୁ ନେଇ ଚାଲିଛି ବ୍ରାଉନ୍‌ସୁଗାର କାରବାର
    Sunday, May 28
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ସ୍ବାଭାବିକଠାରୁ ୩ଂ ଉପରେ ପାରଦ, ୫ ସହରରେ ତାପମାତ୍ରା ୩୮ ଡିଗ୍ରି ଉପରେ
    ରାଜ୍ୟ

    ସ୍ବାଭାବିକଠାରୁ ୩ଂ ଉପରେ ପାରଦ, ୫ ସହରରେ ତାପମାତ୍ରା ୩୮ ଡିଗ୍ରି ଉପରେ

    NewsLaxmi7By NewsLaxmi7March 6, 2023No Comments2 Mins Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

    ଭୁବନେଶ୍ବର : ରାଜ୍ୟରେ ଏବେ ପ୍ରଚଣ୍ଡ ଖରା ଜାରି ରହିଛି। ରବିବାର ଦିନ ରାଜ୍ୟର ୫ ସହରର ତାପମାତ୍ରା ୩୮ ଡିଗ୍ରି ଅତିକ୍ରମ କରିଥିବା ବେଳେ ୩୮.୮ ଡିଗ୍ରି ତାପମାତ୍ରା ସହ ତାଳଚେର ରାଜ୍ୟର ଉତ୍ତପ୍ତ ସହର ପାଲଟିଛି। ଏହାପରେ ରହିଛି ରାଜଧାନୀ ଭୁବନେଶ୍ବର। ରାଜଧାନୀରେ ରବିବାର ଦିନର ସର୍ବୋଚ୍ଚ ତାପମାତ୍ରା ୩୮.୪ ଡିଗ୍ରି ରେକର୍ଡ ହୋଇଛି। ଏଥିସହ ଅନୁଗୁଳରେ ୩୮.୧ ଡିଗ୍ରି, ଝାରସୁଗୁଡ଼ା ଓ ଭଦ୍ରକରେ ୩୮ ଡିଗ୍ରି ଦିନ ତାପମାତ୍ରା ରେକର୍ଡ ହୋଇଛି। ଏହି ୫ ସହର ବ୍ୟତୀତ ରାଜ୍ୟର ୧୧ ସହରର ତାପମାତ୍ରା ଆଜି ୩୭ ଡିଗ୍ରି ଉପରେ ରହିଥିଲା।

    ଏବେ ରାଜ୍ୟରେ ପାଗ ଶୁଖିଲା ଓ ଖରାଟିଆ ରହୁଥିବା ବେଳେ ବାୟୁମଣ୍ଡଳରେ ଆର୍ଦ୍ରତା କମ୍‌ ରହିଛି। ଫଳରେ ରାଜ୍ୟର ତାପମାତ୍ରା ବର୍ତ୍ତମାନ ସ୍ବାଭାବିକଠାରୁ ୩ରୁ ୪ ଡିଗ୍ରି ଅଧିକ ରହୁଛି। ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ଅନ୍ୟପଟେ ୭ ତାରିଖ ଦିନ ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର କିଛି ଅଞ୍ଚଳ ଯଥା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼ ଆଦି ଜିଲ୍ଲାର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ୮ ତାରିଖ ଦିନ ମଧ୍ୟ ଏହି ଅଞ୍ଚଳରେ ବର୍ଷା ହୋଇପାରେ।

    ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

    argus barun gandhi breaking news featured interview kanak news khola katha latest news latest orissa news latest update news fues news in odia news today news7 odia news odisha famous people odisha khabar odisha latest odisha latest news odisha political news odisha9 orissa latest orissa political news otv otv live political update politices politics in odisha rahul gandhi sonia gandhi speech today news
    Share. Facebook Twitter LinkedIn WhatsApp Email
    Previous Articleମାଓବାଦୀଙ୍କ ଭଳି ବର୍ବରକାଣ୍ଡ: ଗାଁ ସଭାପତିଙ୍କୁ ଇଞ୍ଜେକ୍‌ସନ୍‌ ଦେଇ ହତ୍ୟା
    Next Article ଇ-ଚାଲାଣକୁ ଖାତିର ନାହିଁ, ଭୁବନେଶ୍ବର-କଟକରେ ଚିନ୍ତାଜନକ ସ୍ଥିତି
    NewsLaxmi7
    • Website

    Related Posts

    ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍

    May 26, 2023

    ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌

    May 26, 2023

    ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ

    May 26, 2023

    ଦାସିଆ ଅଜା ସଂଗ୍ରହାଳୟ ଦେଖି ଭାବବିହ୍ବଳ

    May 26, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ରାଜ୍ୟ

    ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍

    May 26, 2023

    ଝାରସୁଗୁଡ଼ା: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଆଜି ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ। ଏଥିଲାଗି କ୍ରାଇମବ୍ରାଞ୍ଚ ଟିମ୍…

    ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌

    May 26, 2023

    ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ

    May 26, 2023

    ଦାସିଆ ଅଜା ସଂଗ୍ରହାଳୟ ଦେଖି ଭାବବିହ୍ବଳ

    May 26, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ବିଜୟ ମୁକୁଟ ପିନ୍ଧିଲା ମୁମ୍ବାଇ, ଦିଲ୍ଲୀକୁ ୫ ଓ୍ଵିକେଟ୍‌ରେ ହରାଇ ପଞ୍ଚମ ଥର ଆଇପିଏଲ ଟ୍ରଫି ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ

    November 11, 2020

    ବଡଦେଉଳରେ ପୋଢୁଆଁ ଯାତ୍ରା, ଶ୍ରୀମାଧବଙ୍କ ପୀଠରୁ ଶ୍ରୀକ୍ଷେତ୍ର ଯିବ ପୋଢୁଆଁ ଭାର

    November 14, 2022

    ନ୍ୟୁଡ୍ ହୋଇ ଇନଷ୍ଟା ଲାଇଭ୍ କଲେ ଗେହନା ବଶିଷ୍ଠ

    August 3, 2021
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.