Subscribe to Updates

    Get the latest creative news from FooBar about art, design and business.

    What's Hot

    ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ

    June 8, 2023

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ

    June 8, 2023
    Facebook Twitter Instagram
    Trending
    • ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ
    • ଆଉ ତିନି ଦିନ ପରେ ବାତ୍ୟା…..!
    • ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ
    • ୫ ଦିନ ପରେ ଚେନ୍ନାଇକୁ ଗଡ଼ିଲା କରମଣ୍ଡଳ
    • ବାହନଗା ରେଳ ଦୁର୍ଘଟଣାର ସିବିଆଇ ତଦନ୍ତକୁ ନେଇ କେଁ ଉଠିଲା
    • ପିଆଜ ଅମଳ ନିରାଶାଜନକ: ଭିତ୍ତିଭୂମି ଅଛି, ପ୍ରୋତ୍ସାହନ ନାହିଁ
    • ମଣିପୁର ହିଂସା ପୁଣି ଅଣାୟତ୍ତ: ଆମ୍ବୁଲାନ୍ସ ଜାଳିଦେଲେ ଦଙ୍ଗାକାରୀ, ୮ ବର୍ଷର ଶିଶୁ, ମା’ ସମେତ ୩ ଜୀବନ୍ତ ଦଗ୍ଧ
    • ଏଠି ନକଲିଙ୍କୁ ସାତଖୁଣ ମାଫ୍‌! ବର୍ଷବର୍ଷ ଚାକିରି କଲେ, ଜାମିନରେ ଖସିଗଲେ
    Thursday, June 8
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ଦେଶ ବିଦେଶ»ହଜ୍‌ କୋଟା ଫେରାଇଲା ପାକିସ୍ତାନ, ୭୫ ବର୍ଷରେ ପ୍ରଥମ ଘଟଣା
    ଦେଶ ବିଦେଶ

    ହଜ୍‌ କୋଟା ଫେରାଇଲା ପାକିସ୍ତାନ, ୭୫ ବର୍ଷରେ ପ୍ରଥମ ଘଟଣା

    NewsLaxmi7By NewsLaxmi7May 9, 2023Updated:May 9, 2023No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ଇସଲାମାବାଦ : ଘୋର ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନ ଚଳିତ ବର୍ଷ ସାଉଦି ଆରବକୁ ହଜ କୋଟା ଫେରାଇଛି। ଗତ ୭୫ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଏଭଳି ଘଟଣା ଘଟିଛି। ପାକିସ୍ତାନ ଅର୍ଥନୀତି ଘୋର ସଙ୍କଟ ଦେଇ ଗତି କରୁଥିବାରୁ ଏଥର ଅଧିକାଂଶ ପାକିସ୍ତାନୀ ନାଗରିକ ହଜ୍ ଯିବା ଯୋଜନାକୁ ବାତିଲ କରିଛନ୍ତି।

    ପାକିସ୍ତାନ ହଜ୍ ପାଇଁ ଉଦ୍ଦିଷ୍ଟ ୮୦୦୦ ସିଟ୍ ଫେରାଇଥିବାରୁ ସେଠାକାର ସରକାର ୨୪ ନିୟୁତ ଡଲାର ସଞ୍ଚୟ କରିପାରିବେ। ଅର୍ଥନୀତିକୁ ସୁଧାରିବା ଲାଗି ପାକିସ୍ତାନ ସରକାର ଆଇଏମ୍ଏଫ୍‌ ସହିତ ଆଲୋଚନା ଜାରି ରଖିଛନ୍ତି। ନବମ ପର୍ଯ୍ୟାୟ ଆଲୋଚନା ଶେଷ ହେଲାଣି କିନ୍ତୁ ଆଇଏମ୍ଏଫ୍ ପାଣ୍ଠି ଦେଉନାହିଁ।

    Share. Facebook Twitter LinkedIn WhatsApp Email
    Previous Articleବିମାନବନ୍ଦର ପାଖରେ ଜମା ହେଉଛି ବର୍ଜ୍ୟବସ୍ତୁ, ହାଇକୋର୍ଟରେ ଫଟୋ ଓ ଭିଡିଓ ଦାଖଲ
    Next Article ୫୦ ଟଙ୍କାରୁ କମ୍ ଦାମ୍‌ର ସେଓ ଆମଦାନି ନିଷିଦ୍ଧ
    NewsLaxmi7
    • Website

    Related Posts

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ

    June 8, 2023

    ମଣିପୁର ହିଂସା ପୁଣି ଅଣାୟତ୍ତ: ଆମ୍ବୁଲାନ୍ସ ଜାଳିଦେଲେ ଦଙ୍ଗାକାରୀ, ୮ ବର୍ଷର ଶିଶୁ, ମା’ ସମେତ ୩ ଜୀବନ୍ତ ଦଗ୍ଧ

    June 8, 2023

    ଧାନ ଏମ୍‌ଏସ୍‌ପି ୧୪୩ ଟଙ୍କା ବଢ଼ିଲା

    June 8, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ରାଜ୍ୟ

    ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ

    June 8, 2023

    ଭୁବନେଶ୍ବର : ବାହାନଗା ରେଳ ଦୁର୍ଘଟଣା ପରେ ରେଳ ଯାତ୍ରାକୁ ଅଧିକ ସୁରକ୍ଷିତ କରିବା ସହ ମୃତକ ଓ ଆହତମାନଙ୍କୁ…

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ

    June 8, 2023

    ୫ ଦିନ ପରେ ଚେନ୍ନାଇକୁ ଗଡ଼ିଲା କରମଣ୍ଡଳ

    June 8, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ୯ ବର୍ଷରେ ହରେଇଥିଲେ ୨ ହାତ, ଏବେ ଶହ ଶହ ପିଲାଙ୍କୁ ପଢାଉଛନ୍ତି

    March 12, 2022

    ବାଦ୍‌ଶାହା ରିଲିଜ୍‌ ପାଇଁ ୭ ବର୍ଷ ଲାଗିଥିଲା

    December 18, 2020

    ଅଗଷ୍ଟ ୨୮ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

    August 28, 2021
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.