ଅପରାଧ ଦେଶ ବିଦେଶ ରାଜନୀତି

ହନିଟ୍ରାପ୍‌ରେ ଫସି ବିଜେପି ନେତାଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ : ଗତ ଗୁରୁବାର ଦିନ ବେଙ୍ଗାଲୁରୁରେ ୪୬ ବର୍ଷୀୟ ବିଜେପି ନେତା ଅନନ୍ତରାଜୁଙ୍କ ଆତ୍ମହତ୍ୟାକୁ ନେଇ କେତେକ ଚାଞ୍ଚଲ୍ୟକର ତଥ୍ୟ ପୁଲିସ ତଦନ୍ତରୁ ସାମ୍ନାକୁ ଆସିଛି। ହନିଟ୍ରାପ୍‌ର ଶିକାର ହେବାପରେ ଅନନ୍ତରାଜୁ ଆତ୍ମହତ୍ୟା କରିଥିଲେ ବୋଲି ପୁଲିସ ତଦନ୍ତରୁ ଜଣାପଡିଛି। ପୁଲିସ କହିଛି, ଅନନ୍ତରାଜୁଙ୍କ ଆତ୍ମହତ୍ୟା ପଛରେ ଦୁଇଜଣ ମହିଳା ଏବଂ ଜଣେ ପୁରୁଷ ଅଛନ୍ତି। ଅନନ୍ତରାଜୁ ହିରୋହାଲ୍ଲୀ ଅଂଚଳରେ ବିଜେପିର ସାଂଗଠନିକ ଦାୟିତ୍ବରେ ରହିଥିଲେ।। ଗୁରୁବାର ତାଙ୍କ ଘରେ ଏକ ସିଲିଂ ଫ୍ୟାନରେ ମୃତଦେହ ଝୁଲୁଥିବା ଦେଖିବାକୁ ମିଳିଥିଲା। ସେହି ଘରୁ ଏକ ସୁଇସାଇଡ୍‌ ନୋଟ୍ ପୁଲିସ ଜବତ କରିଥିଲା। ଏଥିରେ ଜଣେ ମହିଳା ତାଙ୍କୁ ନିର୍ଯାତନା ଦେଉଥିବା ଉଲ୍ଲେଖ କରିଛନ୍ତି ଏବଂ ତାଙ୍କ ପତ୍ନୀଙ୍କୁ ମଧ୍ୟ କ୍ଷମା ମାଗିଛନ୍ତି।

NewsLaxmi7

About Author

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର