ଅପରାଧ ରାଜ୍ୟ ସ୍ପେଶାଲ ରିପୋର୍ଟ

ହନୁମାନ ପଇସା ବିକ୍ରି ପାଇଁ ଚାଲିଥିଲା ପ୍ଲାନ, ପୋଲିସ ଚଢାଉରେ ସବୁ ଭଣ୍ଡୁର

ଦେବଗଡ଼ ୧୫।୦୯: ହନୁମାନ ପଇସା ଜବତ ଜବତ କଲା ଦେବଗଡ଼ ଆଦର୍ଶ ଥାନା ପୋଲିସ। ଦୁଇ ଲକ୍ଷ ଟଙ୍କାରେ ବିକ୍ରି ପାଇଁ ଯୋଜନା ଚାଲିଥିଲା ବେଳେ ମାଡ଼ି ବସିଲା ପୋଲିସ।

ସେହିପରି ହନୁମାନ ପଇସା କାରବାର ଅଭିଯୋଗରେ ଜଣେ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ। ଗିରଫ ହୋଇଥିବା ଅଭିଯୁକ୍ତ ଜଣକ ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ଓଡ଼ିଶା ଗାଁ ବ୍ରହ୍ମାନନ୍ଦ ବଳ ବୋଲି ଜଣାପଡିଛି। ଅଭିଯୁକ୍ତ ନିକଟରୁ ୧୮୧୮ ମସିହାର ଅଧ ଅଣାର ଏକ ମୁଦ୍ରା ଜବତ ହୋଇଛି। ପୋଲିସ ଏହି ଘଟଣାରେ ଏକ ମାମଲା ମଧ୍ୟ ରୁଜୁ କରି ତଦନ୍ତ ଜାରି ରଖିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।