Subscribe to Updates

    Get the latest creative news from FooBar about art, design and business.

    What's Hot

    ଡେରିରେ ଛାଡ଼ିପାରେ ମୌସୁମୀ: ବହୁଛି ଦକ୍ଷିଣା ସାମୁଦ୍ରିକ ପବନ, ଉତ୍ତରା ପବନ ଡେରିରେ ଆସିବ

    October 3, 2023

    ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ

    October 3, 2023

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023
    Facebook X (Twitter) Instagram
    Trending
    • ଡେରିରେ ଛାଡ଼ିପାରେ ମୌସୁମୀ: ବହୁଛି ଦକ୍ଷିଣା ସାମୁଦ୍ରିକ ପବନ, ଉତ୍ତରା ପବନ ଡେରିରେ ଆସିବ
    • ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ
    • ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା
    • ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ
    • ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ
    • ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ
    • ବଢ଼ୁଛି ଲାଲ କେଶର ଅଣ୍ଡା ଚାହିଦା: ୧୦ଲକ୍ଷ ଦରକାର, ଅଢ଼େଇ ଲକ୍ଷ ମିଳୁଛି
    • ପୋଖରୀରୁ ଧରା ହେଲା ୧୪ ଫୁଟ୍‌ର କୁମ୍ଭୀର
    Tuesday, October 3
    Facebook X (Twitter) Instagram
    Facebook X (Twitter) Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନେଇ ସରକାରଙ୍କ ପାଖରେ ପ୍ରସ୍ତାବ ନାହିଁ
    ରାଜ୍ୟ

    ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନେଇ ସରକାରଙ୍କ ପାଖରେ ପ୍ରସ୍ତାବ ନାହିଁ

    NewsLaxmi7By NewsLaxmi7July 22, 2023Updated:July 22, 2023No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ଭୁବନେଶ୍ବର : କେନ୍ଦ୍ର ସରକାରଙ୍କ ନିକଟରେ ହାଇକୋର୍ଟ କିମ୍ବା ସୁପ୍ରିମକୋର୍ଟର ବେଞ୍ଚ ପ୍ରତିଷ୍ଠା ନେଇ ଏବେ କୌଣସି ସଂପୂର୍ଣ୍ଣ ପ୍ରସ୍ତାବ ବାକି ନାହିଁ। ୨୦୧୯ ମସିହାରେ କୋଲକତା ହାଇକୋର୍ଟଙ୍କ ସର୍କିଟ୍ ବେଞ୍ଚ ଜଳପାଇଗୁଡ଼ିଠାରେ ପ୍ରତିଷ୍ଠା ହୋଇସାରିଛି। ସାଂସଦ ସସ୍ମିତ ପାତ୍ରଙ୍କ ଏକ ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି କେନ୍ଦ୍ର ଆଇନ ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ।

    ଶ୍ରୀ ମେଘୱାଲ କହିଛନ୍ତି ଯେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ରାଜ୍ୟ ସରକାରଙ୍କ ପକ୍ଷରୁ ଭିତ୍ତିଭୂମି ଓ ବ୍ୟୟ ଅଟକଳ ସଂପର୍କିତ ସଂପୂର୍ଣ୍ଣ ପ୍ରସ୍ତାବ ଓ ସଂପୃକ୍ତ ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ଅନୁମୋଦନ ପରେ ଯଶୋବନ୍ତ ସିଂହ କମିସନ ଅନୁଯାୟୀ ହୋଇଥାଏ। ସଂପୂର୍ଣ୍ଣ ପ୍ରସ୍ତାବ ପାଇଁ ସଂପୃକ୍ତ ରାଜ୍ୟର ରାଜ୍ୟପାଳଙ୍କ ଅନୁମୋଦନର ମଧ୍ୟ ଆବଶ୍ୟକତା ରହିଛି। ସମ୍ବିଧାନର ଧାରା ୧୩୦ ଅନୁଯାୟୀ ସୁପ୍ରିମକୋର୍ଟ ଦିଲ୍ଲୀ କିମ୍ବା ରାଷ୍ଟ୍ରପତି ଅନୁମୋଦନ ପରେ ଅନ୍ୟ ସ୍ଥାନରେ ବସିପାରିବେ। ୧୮ତମ ଆଇନ କମିସନଙ୍କ ତାଙ୍କର ୨୨୯ତମ ରିପୋର୍ଟରେ ଦିଲ୍ଲୀଠାରେ ସାମ୍ବିଧାନିକ ବେଞ୍ଚ ପ୍ରତିଷ୍ଠା ଓ ଦିଲ୍ଲୀରେ ଉତ୍ତରାଞ୍ଚଳ, ଚେନ୍ନାଇ-ହାଇଦ୍ରାବାଦରେ ଦକ୍ଷିଣାଞ୍ଚଳ, କୋଲାକାତାରେ ପୂର୍ବାଞ୍ଚଳ ଓ ମୁମ୍ବାଇରେ ପଶ୍ଚିମାଞ୍ଚଳକୁ ମିଶାଇ ୪ଟି କାସାସନ ବେଞ୍ଚ ପ୍ରତିଷ୍ଠା ହୋଇପାରିବ ନେଇ ପ୍ରସ୍ତାବ ଦେଇଥିଲେ। ତେବେ ଏ ସଂପର୍କିତ ପ୍ରସ୍ତାବ ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତିଙ୍କ ନିକଟକୁ ଯାଇଥିଲା। ୨୦୧୦ ମସିହାରେ ହୋଇଥିବା ସୁପ୍ରିମକୋର୍ଟ ପକ୍ଷରୁ ହୋଇଥିବା ବୈଠକରେ ଦିଲ୍ଲୀ ବାହାରେ ସୁପ୍ରିମକୋର୍ଟଙ୍କ କୌଣସି ବେଞ୍ଚ ପ୍ରତିଷ୍ଠାର କୌଣସି ଆବଶ୍ୟକତା ନ ଥିବା କୁହାଯାଇଥିଲା।

    Share. Facebook Twitter LinkedIn WhatsApp Email
    Previous Articleବ୍ରାହ୍ମଣୀ ନଦୀଶଯ୍ୟା ଏବେ ତଣ୍ଡିବଣ, ବର୍ଷାଋତୁରେ ବି ନଦୀଶଯ୍ୟା ଶୁଷ୍କ
    Next Article ଭୂୟାଁ ଜୁଆଙ୍ଗ ପିଢ଼ରେ ମାଳମାଳ ଡାକ୍ତର, ବିଡିଓ! ନାମକରଣକୁ ନେଇ ଚର୍ଚ୍ଚାରେ ଆଦିବାସୀ
    NewsLaxmi7
    • Website

    Related Posts

    ଡେରିରେ ଛାଡ଼ିପାରେ ମୌସୁମୀ: ବହୁଛି ଦକ୍ଷିଣା ସାମୁଦ୍ରିକ ପବନ, ଉତ୍ତରା ପବନ ଡେରିରେ ଆସିବ

    October 3, 2023

    ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ

    October 3, 2023

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023

    ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ

    October 3, 2023
    • Facebook
    • Twitter
    • Instagram
    • YouTube
    Our Picks

    ସାଧୁ ବେଶରେ ୱାଣ୍ଟେଡ୍ କ୍ରିମିନାଲ୍: ୨୩ ବର୍ଷ ପରେ ଧରିଲା ପୁଲିସ

    July 3, 2023

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023
    Don't Miss
    ରାଜ୍ୟ

    ଡେରିରେ ଛାଡ଼ିପାରେ ମୌସୁମୀ: ବହୁଛି ଦକ୍ଷିଣା ସାମୁଦ୍ରିକ ପବନ, ଉତ୍ତରା ପବନ ଡେରିରେ ଆସିବ

    October 3, 2023

    ଭୁବନେଶ୍ବର: ଅକ୍ଟୋବର ମାସ ଆରମ୍ଭ ସହିତ ଆସିଯାଇଛି ବାତ୍ୟା ଋତୁ। ସାଧାରଣତଃ ମୌସୁମୀ ଫେରିବା ସମୟରେ ଓଡ଼ିଶାକୁ ବାତ୍ୟା ଭୟ…

    ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ

    October 3, 2023

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023

    ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ

    October 3, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟାଳୟ ଭିତରେ ପଶି ଆକ୍ରମଣ, ଯୁବକଙ୍କ ବିରୋଧରେ ଥାନାରେ ମାମଲା

    November 4, 2022

    ଗୁରୁବାରଠୁ କୋଣାର୍କ ମହୋତ୍ସବ, ଉତ୍ସବମୁଖର ବେଳାଭୂମି

    December 1, 2022

    ଅଷ୍ଟ୍ରେଲିଆରେ ହିନ୍ଦୁ ମନ୍ଦିରକୁ ବିରୂପ କଲେ ଖଲିସ୍ତାନୀ ସମର୍ଥକ

    January 13, 2023
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.