ଅପରାଧ ରାଜ୍ୟ

ହାତଗୋଡ଼ ବନ୍ଧା ଅବସ୍ଥାରେ ନାବାଳିକା ଉଦ୍ଧାର, ପୂର୍ବଶତ୍ରୁତାରୁ ହୋଇଥିଲେ ଅପହରଣ !

ବରଗଡ଼ ୨୩।୦୮ : ହାତଗୋଡ଼ ବନ୍ଧା ଅବସ୍ଥାରେ ନାବାଳିକା ଉଦ୍ଧାର। ବରଗଡ଼ ଜିଲ୍ଲା ଗାଇସିଲେଟ ଥାନା ଫିରିଙ୍ଗିମାଲରେ ଏଭଳି ଘଟଣା ଘଟିଛି। ପୀଡ଼ିତାଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲରେ ଭର୍ତ୍ତି କରାଯାଇଛି।

ସେପଟେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ନାବାଳିକାଙ୍କୁ କେହି ଅପହରଣ କରିଥିବା ତାଙ୍କ ପରିବାର ଲୋକ ଅଭିଯୋଗ କରିଛନ୍ତି। ଏନେଇ ପୀଡ଼ିତାଙ୍କ ପରିବାର ଗାଇସିଲେଟ ଥାନାରେ ଅଭିଯୋଗ କରିବା ପରେ ପୋଲିସ ୪ ଜଣଙ୍କୁ ଗିରଫ କରି ପଚରାଉଚୁରା କରୁଛି। ନାବାଳିକାଙ୍କ ସ୍ଵାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି। ତେବେ ନାବାଳିକାଙ୍କୁ କିଏ ଏବଂ କାହିଁକି ଅପହରଣ କରିଥିଲା ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ତଦନ୍ତ ପରେ ସବୁ ସ୍ପଷ୍ଟ ହେବ ବୋଲି ପୋଲିସ କହିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।